Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଇଲେକ୍ଟ୍ରି ବାଇକ ଏମୋ ସୋ’ରୁମ୍ ଉଦ୍‌ଘାଟିତ
ଆଞ୍ଚଳିକ

ଇଲେକ୍ଟ୍ରି ବାଇକ ଏମୋ ସୋ’ରୁମ୍ ଉଦ୍‌ଘାଟିତ

March 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପଟିଆସ୍ଥିତ ସୂର୍ଯ୍ୟବିହାରରେ ଏମୋ ମୋବିଲିଟି ପ୍ରାଇଭେଟ ଲିମିଟେଡ଼ର ଏମୋ ଇଲେକ୍ଟ୍ରି ବାଇକ ସୋ’ରୁମ୍ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖଣ୍ଡପଡ଼ା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୋ’ରୁମ୍‌କୁ ଉଦ୍‌ଘାଟନ କରି ଇଲେକ୍ଟ୍ରି ସ୍କୁଟର ଦେଖିବା ସହ ମଡ଼େଲ ଗୁଡ଼ିକ ବିଷୟରେ ପଚାରି ବୁଝିଥିଲେ।

ଅନ୍ୟତମ ଅତିଥି ଭାବେ ରେଢାଖୋଲ ବିଧାୟକ ରୋହିତ ପୂଜାରୀ, ଗୁପ୍ତା ପାୱାର ଲିମିଟେଡ଼ର ଅଧ୍ୟକ୍ଷ ମହେନ୍ଦ୍ର ଗୁପ୍ତା ପ୍ରମୁଖ ଯୋଗ ଦେଇଥିଲେ। ଇ-ସ୍କୁଟର ବ୍ୟବହାର ଦ୍ୱାରା ପରିବେଶ ପ୍ରଦୂଷଣ ଦୂର ହେବା ସହିତ ଏକ ସୁନ୍ଦର ଓ ସବୁଜ ପରିବେଶ ସୃଷ୍ଟି ହୋଇପାରିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।

ଉଦ୍‌ଘାଟନୀ ଅବସରରେ ସୋ’ରୁମ୍ ପକ୍ଷରୁ ୬ ପ୍ରକାରର ୫ଟି ମଡେଲ୍ ସ୍କୁଟର ଶୁଭାରମ୍ଭ କରାଯାଇଛି। ଏହି ଇ-ସ୍କୁଟର ଗୁଡ଼ିକରେ ଲିଥିୟମ ଆଇଅନ୍ ବ୍ୟାଟେରୀ ବ୍ୟବହାର ହୋଇଥିବା ବେଳେ ଏହାକୁ ଥରେ ଚାର୍ଜ କଲେ ୧୨୦ କିଲୋମିଟର ଯାଇପାରିବ ବୋଲି ସୋ’ରୁମ୍ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ଲିଡ୍ ଏସିଡ୍ ନିର୍ମିତ ଇ-ସ୍କୁଟର ୭୦-୮୦ କିଲୋମିଟର ଯାଇପାରିବ। ଇ-ସ୍କୁଟର ଗୁଡ଼ିକର ଏକ୍ସ ସୋ’ରୁମ୍ ମୂଲ୍ୟ ୬୦ ହଜାରରୁ ଆରମ୍ଭ ହୋଇ ୯୫ ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। ଏଥିରେ ରାଜ୍ୟ ସରକାରଙ୍କର ଇ-ସ୍କୁଟର ଉପରେ ଥିବା ୫ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ସୁବିଧା ଗ୍ରାହକମାନେ ପାଇପାରିବେ ବୋଲି ସୋ’ରୁମ୍ ପକ୍ଷରୁ କୁହାଯାଇଥିଲା।

ଏହି ଉତ୍ସବରେ ପରିବେଶବିତ୍ ଏ.କେ. ଶାରଦା, ଏସ୍‌.କେ. ମିଶ୍ର, ଭୁବନେଶ୍ୱର କ୍ଲବ ସଦସ୍ୟ ଅଶୋକ ମିଶ୍ର, ସତିସ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

‘ଭାରତର ନୂତନ ଶିଳ୍ପ ବିପ୍ଳବ’କୁ ପ୍ରଶଂସା କଲା ବିଶ୍ୱସ୍ତରୀୟ ନିବେଶ ସଂସ୍ଥା ଜେଫ୍ରିଜ୍‌

September 10, 2026

ସାହାରା ନିବେଶକଙ୍କ ପାଇଁ ବଡ଼ ଖବର: ଆରମ୍ଭ ହେଲା ରିଫଣ୍ଡ ପୋର୍ଟାଲ

September 10, 2026

IDBI Bank Privatization: ଘରୋଇକରଣ ଦୌଡ଼ରେ Fairfax ଆଗରେ!, କ’ଣ ପଡ଼ିବ ପ୍ରଭାବ?

September 10, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.