Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ
ଆଜିର ଖବର

ଜଗତସିଂହପୁର ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ

March 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଗତସିଂହପୁର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଜଗତସିଂହପୁର ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଜଗତସିଂହପୁର ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଜଗତସିଂହପୁର ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୫୮୦୦ ବର୍ଗଫୁଟର ଷ୍ଟୋର ହେଉଛି ଜଗତସିଂହପୁର ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଗତସିଂହପୁରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଜଗତସିଂହପୁର ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଭାରତର ସର୍ବବୃହତ୍
Share. Facebook Twitter LinkedIn Email WhatsApp Copy Link

Related Posts

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025
Latest News

ମତ୍ସ୍ୟଚାଷ ପ୍ରଶିକ୍ଷଣ ଏବଂ ସଚେତନତା ଶିବିରରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

September 14, 2025

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତ୍ତୀ ଦୀକ୍ଷିତ

September 14, 2025

ଏନଆଇଆରଏଫ-୨୦୨୫ ମାନ୍ୟତାରେ ଚତୁର୍ଦ୍ଦଶ ସ୍ଥାନ ହାସଲ କଲା ଭୁବନେଶ୍ବର ଏମ୍ସ

September 14, 2025

ମା ସମଲେଶ୍ବରୀଙ୍କୁ ଦର୍ଶନ କଲେ ରାଜ୍ୟପାଳ

September 14, 2025

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.