Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଓ ଦଶପଲ୍ଲା ସହରରେ ଖୋଲିଲା ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ
ଆଜିର ଖବର

ବାଲୁଗାଁ ଓ ଦଶପଲ୍ଲା ସହରରେ ଖୋଲିଲା ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ

March 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ବାଲୁଗାଁ ଓ ଦଶପଲ୍ଲା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ବାଲୁଗାଁ ଓ ଦଶପଲ୍ଲା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ବାଲୁଗାଁ ଓ ଦଶପଲ୍ଲା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ବାଲୁଗାଁରେ ୭,୭୪୪ ବର୍ଗଫୁଟ ପରିମିତ ଟ୍ରେଣ୍ଡ୍‌ସ ଷ୍ଟୋର୍ ଓ ଦଶପଲ୍ଲାରେ ୫,୩୮୭ ବର୍ଗଫୁଟର ଟ୍ରେଣ୍ଡ୍‌ସ ଷ୍ଟୋର୍ ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ବାଲୁଗାଁ ଓ ଦଶପଲ୍ଲାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଦଶପଲ୍ଲା ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ବାଲୁଗାଁ ଭାରତର ସର୍ବବୃହତ୍
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.