Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ 
ଆଜିର ଖବର

ରାୟଗଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ 

April 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ରାୟଗଡା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ରାୟଗଡା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ରାୟଗଡା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ରାୟଗଡା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାୟଗଡାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଟ୍ରେଣ୍ଡ୍‌ସ ଫ୍ୟାସନ ଡେଷ୍ଟିନେସନ ଭାରତ ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.