Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ 
ଆଜିର ଖବର

ରାୟଗଡା ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ‘ଟ୍ରେଣ୍ଡ୍‌ସ’ 

April 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ରାୟଗଡା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ରାୟଗଡା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ରାୟଗଡା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ରାୟଗଡା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି। ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ରାୟଗଡାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଟ୍ରେଣ୍ଡ୍‌ସ ଫ୍ୟାସନ ଡେଷ୍ଟିନେସନ ଭାରତ ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026
Latest News

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.