Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜିଠୁ ବଢିଲା ଓମ୍‌ଫେଡ୍‌ କ୍ଷୀରର ମୂଲ୍ୟ: ଲିଟର ପିଛା ୨ ଟଙ୍କା ବୃଦ୍ଧି
ଆଜିର ଖବର

ଅଜିଠୁ ବଢିଲା ଓମ୍‌ଫେଡ୍‌ କ୍ଷୀରର ମୂଲ୍ୟ: ଲିଟର ପିଛା ୨ ଟଙ୍କା ବୃଦ୍ଧି

April 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଆଉ ଇନ୍ଧନ ମୂଲ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ରାଜ୍ୟରେ କ୍ଷୀର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜିଠାରୁ ଓମ୍‌ଫେଡ୍‌ କ୍ଷୀର ଲିଟର ପିଛା ୨ ଟଙ୍କା ବଢିଛି। ତେବେ ୫୦୦ ମିଲି ଓମ୍‌ଫେଡ୍‌ କ୍ଷୀରର ମୂଲ୍ୟ ୨୩ ଟଙ୍କା ଥିବା ବେଳେ ଆଜିଠୁ ଏହାର ମୂଲ୍ୟ ୨୪ ଟଙ୍କାକୁ ବୃଦ୍ଧି ପାଇଛି। ଓମଫେଡ୍‌ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କୃଷକଙ୍କ ମୂଲ୍ୟ ବୃଦ୍ଧି, ସବୁଜ ଓ ଶୁଖିଲା ଚାରାର ମୂଲ୍ୟ, ଔଷଧ, ଇନ୍ଧନ ମୂଲ୍ୟ ଓ ପ୍ୟାକେଜିଂ ସାମଗ୍ରୀର ମୂଲ୍ୟ ବୃଦ୍ଧି ଯୋଗୁଁ କ୍ଷୀର ଦର ବଢାଇବାକୁ ଓମଫେଡ୍‌ ନିଷ୍ପତ୍ତି ନେଇଛି। ଓମ୍‌ଫେଡ ଗୋଲ୍ଡ ଓ ଓମ୍‌ଫେଡ୍‌ ପ୍ରିମିୟମ୍‌ ୫୦୦ମିଲିକୁ ୨୪ଟଙ୍କା ଓ ଓମ୍‌ଫେଡ୍‌ ଟୋନ୍‌ଡ ୫୦୦ମିଲି ୨୧ ଟଙ୍କା ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026
Latest News

ବାଇକ୍‌ରେ ପତ୍ନୀଙ୍କ ମୃତଦେହ ବୋହିଲେ ସ୍ୱାମୀ; ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

July 5, 2026

ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲଗାଣ ବର୍ଷା, ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

July 5, 2026

ଉଦ୍‌ଘାଟନ ପୂର୍ବରୁ ଧସିଲା ୭ କୋଟିର ସେତୁ ଆପ୍ରୋଚ୍ ରାସ୍ତା : ବିପଦରେ ପୁରୀ – ଡେଲାଙ୍ଗ ଡାକପଡା ଲୁଣା ନଦୀ ବ୍ରିଜ

July 5, 2026

ପଦ୍ମ ବିଭୂଷଣ ତୀଜନ ବାଇଙ୍କ ପରଲୋକ

July 5, 2026

ମାଛ ଚାଷରେ ୮୦% ପର୍ଯ୍ୟନ୍ତ ସବସିଡି ଦେଉଛନ୍ତି ସରକାର; ଜାଣନ୍ତୁ କିଏ ପାଇବେ ଲାଭ ଓ କିପରି କରିବେ ଆବେଦନ

July 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.