Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହଙ୍ଗା ମାଡ଼: ଆଜି ପୁଣି ବଢିଲା ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ
ଆଜିର ଖବର

ମହଙ୍ଗା ମାଡ଼: ଆଜି ପୁଣି ବଢିଲା ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ

May 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ପୁଣି ସାଧାରଣ ଜନତାଙ୍କୁ ମହଙ୍ଗା ମାଡ ପଡିଛି। ଆଜି ଆଉ ଥରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଛି। ବର୍ତ୍ତମାନ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ସାରା ଦେଶରେ ୧୦୦୦ ଟଙ୍କା ଅତିକ୍ରମ କରିଛି। ଆଜି ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩ ଟଙ୍କା ୫୦ ପଇସା ବୃଦ୍ଧି ପାଇଛି। ଏଥି ସହିତ କମର୍ସିଆଲ ଗ୍ୟାସ ସିଲିଣ୍ଡର ମୂଲ୍ୟ ୮ ଟଙ୍କା ବ୍ୟୟବହୁଳ ହୋଇଛି।

ଏହାପୂର୍ବରୁ ମଇ ୭ ତାରିଖ ୨୦୨୨ରେ ଦେଶରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରାଯାଇଥିଲା ଏବଂ ସେହି ସମୟରେ ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି କରାଯାଇଥିଲା। ଚଳିତ ମାସରେ ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟ ଦୁଇଥର ବୃଦ୍ଧି କରାଯାଇଛି। ଏଥିସହିତ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ମଧ୍ୟ ୮ଟଙ୍କା ମହଙ୍ଗା ହୋଇଛି।

ମହଙ୍ଗା ମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Latest News

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.