Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପାକିସ୍ତାନରେ ପେଟ୍ରୋଲ ଦରରେ ଲାଗିଲା ନିଆଁ, ମୂଲ୍ୟ ୨୩୩ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିଲା
ଅପରାଧ

ପାକିସ୍ତାନରେ ପେଟ୍ରୋଲ ଦରରେ ଲାଗିଲା ନିଆଁ, ମୂଲ୍ୟ ୨୩୩ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିଲା

June 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
ବାଜିଲା ସତର୍କର ଘଣ୍ଟି!: ଆଗାମୀ ୫-୭ ଦିନ ମଧ୍ୟରେ ବୃଦ୍ଧି ପାଇପାରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

ଇସଲାମବାଦ: ପାକିସ୍ତାନର ଆର୍ଥିକ ଅବସ୍ଥା ଧୀରେ ଧୀରେ ଖରାପ ହେବାରେ ଲାଗିଛି। ପାକିସ୍ତାନରେ ପେଟ୍ରୋଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପାକିସ୍ତାନରେ ଲିଟର ପିଛା ପେଟ୍ରୋଲର ମୂଲ୍ୟ ୨୩୩ ଟଙ୍କାରୁ ଅଧିକ ହୋଇଛି। ଏଠାରେ ମୂଲ୍ୟ ଦିନକୁ ଲିଟର ପିଛା ୨୪ ଟଙ୍କା ବୃଦ୍ଧି ପାଇଛି। ବୁଧବାର ଘୋଷଣା କରି ପାକିସ୍ତାନର ଶାହାବାଜ ସରିଫ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୨୪ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପାକିସ୍ତାନର ଅର୍ଥମନ୍ତ୍ରୀ ମିଫ୍ତା ଇସମାଇଲ ଜୁନ୍ ୧୫ ତାରିଖରେ ଘୋଷଣା କରିଛନ୍ତି ଯେ, ପେଟ୍ରୋଲିୟମ ଉତ୍ପାଦ ଉପରେ ସବସିଡି ବହନ କରିବାକୁ ସରକାର ଆଉ ସ୍ଥିତିରେ ନାହାଁନ୍ତି। ଏଭଳି ପରିସ୍ଥିତିରେ ପେଟ୍ରୋଲର ମୂଲ୍ୟ ୨୪.୦୩ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ପରେ ପାକିସ୍ତାନରେ ଏକ ଲିଟର ପେଟ୍ରୋଲର ମୂଲ୍ୟ ୨୩୩.୮୯ ଟଙ୍କା ରେକର୍ଡ ସ୍ତରରେ ପହଞ୍ଚିଛି।

ଆର୍ଥିକ ଅବସ୍ଥା ପାକିସ୍ତାନ ପେଟ୍ରୋଲ ଦର ରେକର୍ଡ ସ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Latest News

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026

ପୁରୀ କୋରାପୁଟ ମଧ୍ୟରେ ଚାଲିବାକୁ ଥିବା ନୂଆ ଟ୍ରେନଟି କେଉଁ କେଉଁ ଷ୍ଟେସନରେ ରହିବ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.