Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଦାନୀ ଆମ୍ବାନୀଙ୍କୁ ନେଇ ଏକ ଖୁଲାସା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଜାତୀୟ ଖବର

ଆଦାନୀ ଆମ୍ବାନୀଙ୍କୁ ନେଇ ଏକ ଖୁଲାସା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

August 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଦାନୀ ଆମ୍ବାନୀଙ୍କୁ ନେଇ ଏକ ଖୁଲାସା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ସଂସଦରେ ଦେଶରେ ମୃଦ୍ରାସ୍ପିତି ନେଇ ଏକ ଆଲୋଚନା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଦାନୀ ଆମ୍ବାନୀ ନେଇ ଏକ ଖୋଲାସା କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଆମକୁ ବରମ୍ବାର ଆଦାନୀଆମ୍ବାନୀ ସରକାର ବୋଲି ଥଟ୍ଟା କରୁଛନ୍ତି। ଏଥିରେ କୌଣସି ସତ୍ୟତା ନାହିଁ। ଆମ ସରକାର ଆଦାନୀ ଆମ୍ବାନୀଙ୍କୁ କୌଣସି ଅନୁଗ୍ରହ ଦେଖାଉ ନାହିଁ।

ଏହି ଘଟଣା ନେଇ ସେ ଆହୁରି କହିଛନ୍ତି ଯେ, ବରଂ କଂଗ୍ରେସ ସରକାର ଆଦାନୀଙ୍କୁ ଅନୁଗ୍ରହ ଦେଖାଉଛନ୍ତି। ରାଜସ୍ଥାନ ସରକାର ଆଦାନୀ ଗ୍ରୁପ ସହିତ ଅକ୍ଷୟ ଶକ୍ତି ବିକାଶ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ବୁଝାମଣା ପତ୍ର ସ୍ବାକ୍ଷରିତ କରିଛନ୍ତି। ଯେଉଁଦିନ ରାହୁଳ ଗାନ୍ଧୀ ରାଜସ୍ଥାନ ଗସ୍ତ କରିଥିଲେ, ତାପରଦିନ ଏହି ବୁଝାମଣା ସ୍ବାକ୍ଷରିତ ହୋଇଛି।

ସେହିପରି ତାମିଲନାଡୁରେ ମଧ୍ୟ କଂଗ୍ରେସ ସହ ମିଳିତ ଶାସନ କରୁଥିବା ସରକାର ଆଦାନୀ ସହିତ ବୁଝାମଣା କରିଛି। ସେଠାରେ ଆଦାନୀ ଏକ ଡାଟା ସେଣ୍ଟର କରିବା ପାଇଁ ତାମିଲନାଡୁ ସରକାର ସହିତ ବୁଝାମଣା କରିଛି। ତେଣୁ କେନ୍ଦ୍ର ସରକାର ଆଦାନୀ ଆମ୍ବାନୀଙ୍କୁ କୌଣସି ଅନୁଗ୍ରହ କରୁ ନାହାଁନ୍ତି ବୋଲି ସୀତାରମଣ କହିଛନ୍ତି।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026
Latest News

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.