Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ଥିବା ଜାତୀୟ ରାଜପଥର ମାନ ଯାଞ୍ଚ ପାଇଁ ହେବ ଅଣବିଧ୍ୱଂସକାରୀ ପରୀକ୍ଷଣ
ଜାତୀୟ ଖବର

ଓଡିଶାରେ ଥିବା ଜାତୀୟ ରାଜପଥର ମାନ ଯାଞ୍ଚ ପାଇଁ ହେବ ଅଣବିଧ୍ୱଂସକାରୀ ପରୀକ୍ଷଣ

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର କ୍ୟାବିନେଟ ବୈଠକରେ ଦୁଇଟି ପ୍ରମୁଖ ରାଜପଥ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ: ସଡକ ପରିବହନ ଓ ରାଜପଥ ମନ୍ତ୍ରାଳୟ (ଏମଓଆରଟିଏଚ) ୪ଟି ରାଜ୍ୟ ଗୁଜୁରାଟ, ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକରେ ପାଇଲଟ ଭିତ୍ତିରେ ଅଣବିଧ୍ୱଂସକାରୀ ପରୀକ୍ଷଣ (ଏନଡିଟି) ଦ୍ୱାରା ଜାତୀୟ ରାଜପଥ ଗୁଣବତ୍ତା ନୀରିକ୍ଷଣ ପାଇଁ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ (ଏମଆଇଭି) ମୁତୟନ କରାଯିବ। ବିଶ୍ୱ ଗୁଣବତ୍ତା ମାନଦଣ୍ଡ ଅନୁଯାୟୀ ଜାତୀୟ ରାଜପଥ ନିର୍ମାଣ ମନ୍ତ୍ରାଳୟର ପ୍ରତିବଦ୍ଧତାର ଏକ ଅଂଶ।

ଏହି ଏମଆଇଭିଗୁଡିକର ବ୍ୟବହାର ଦ୍ୱାରା ଜାତୀୟ ରାଜପଥ ନିର୍ମାଣରେ ପ୍ରଚଳିତ ଗୁଣବତ୍ତା ନିୟନ୍ତ୍ରଣ ଓ ଗୁଣବତ୍ତା ଗ୍ରହଣ ବ୍ୟବସ୍ଥାକୁ ଆହୁରି ସକ୍ରିୟ କରିବ। ସକ୍ରିୟ ଆଭିମୁଖ୍ୟ ଦ୍ୱାରା ଗୁଣବତ୍ତାରେ ଥିବା ସମସ୍ୟାଗୁଡିକ ଚିହ୍ନଟ ହୋଇପାରିବ।

ପ୍ରତ୍ୟେକ ରାଜ୍ୟରେ ଭ୍ରାମ୍ୟମାଣ ନୀରିକ୍ଷଣ ଯାନ ସାହାଯ୍ୟରେ ତିନି ମାସରେ ୨ ହଜାର କିଲୋମିଟର ଜାତୀୟ ରାଜପଥ ପ୍ରକଳ୍ପ ନୀରିକ୍ଷଣ ହେବ। ଏନଏଚଏଆଇ, ଏନଏଚଆଇଡିସିଏଲ, ରାଜ୍ୟ ପିଡବ୍ଲୁଡି ଓ ଅନ୍ୟ ଏମଓଆରଟିଏଚର ଅନ୍ୟ କାର୍ଯ୍ୟନିର୍ବାହୀ ଏଜେନ୍ସିଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପରେ ନୀରିକ୍ଷଣ କରାଯିବ ।

ଗୁଜୁରାଟ ପାଇଁ ରାଜିନାମା ସ୍ୱାକ୍ଷର ହୋଇଛି। ରାଜସ୍ଥାନ, ଓଡିଶା ଓ କର୍ଣ୍ଣାଟକ ସହ ଖୁବ ଶୀଘ୍ର ସ୍ୱାକ୍ଷର ହେବ। ଭବିଷ୍ୟତରେ ଅନ୍ୟ ରାଜ୍ୟଗୁଡିକରେ ମଧ୍ୟ ଏପରି ଭ୍ୟାନ ନିୟୋଜିତ ହେବ।ଏହି ଏମଆଇଭି ମାଧ୍ୟମରେ ପରୀକ୍ଷଣ ଫଳାଫଳ ସୃଷ୍ଟି ହେବା ସହ ଅସମାନତା ଆଲର୍ଟ ଅଂଶୀଦାରମାନଙ୍କ ନିକଟରେ ରିଅଲ ଟାଇମ ଭିତ୍ତିରେ ଏକ ଗୁଣବତ୍ତା ନିୟନ୍ତ୍ରଣ ପୋର୍ଟାଲ ମାଧ୍ୟମରେ ପହଞ୍ଚିବ। ଏହି ପୋର୍ଟାଲ ଏମଓଆରଟିଏଚଙ୍କ ଦ୍ୱାରା ବିକଶିତ ହେଉଛି ।

ଜାତୀୟ ରାଜପଥ
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.