Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସିଙ୍ଗଲ ଓ୍ୱିଣ୍ଡୋ ବୈଠକରେ ୧୧ଟି ପ୍ରକଳ୍ପକୁ ମଞ୍ଜୁରୀ, ୨୨୫୩ କୋଟି ଟଙ୍କାର ପୁଂଜି ନିବେଶ
ବିଶେଷ ଖବର

ସିଙ୍ଗଲ ଓ୍ୱିଣ୍ଡୋ ବୈଠକରେ ୧୧ଟି ପ୍ରକଳ୍ପକୁ ମଞ୍ଜୁରୀ, ୨୨୫୩ କୋଟି ଟଙ୍କାର ପୁଂଜି ନିବେଶ

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଙ୍ଗଲ ଓ୍ୱିଣ୍ଡୋ ବୈଠକରେ ୧୧ଟି ପ୍ରକଳ୍ପକୁ ମଞ୍ଜୁରୀ, ୨୨୫୩ କୋଟି ଟଙ୍କାର ପୁଂଜି ନିବେଶ

ଭୁବନେଶ୍ବର: ଆଜି ସିଙ୍ଗଲ ଓ୍ୱିଣ୍ଡୋ ବୈଠକରେ ୧୧ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପଗୁଡିକରେ ମୋଟ ୨ ହଜାର ୨୫୩ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ।  ଏଥିରେ ମୋଟ ୩ ହଜାର ୮୧୭ ଜଣଙ୍କୁ ପ୍ରତ୍ୟେକ୍ଷ ନିଯୁକ୍ତି ସୁଯୋଗ ମିଳିବ। ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା।

ଯେଉଁ ମୁଖ୍ୟ ପ୍ରକଳ୍ପଗୁଡିକୁ ମଞ୍ଜୁରୀ ମିଳିଛି ସେଗୁଡିକ ହେଲା

1- ସୁନ୍ଦରଗଡ଼ରେ ଇସ୍ପାତ ଓ ଫେରୋ ଆଲୟଜ ପ୍ଲାଣ୍ଟ ହେବ, ଏଥିରେ ୫୫୩.୨୫ କୋଟି ଟଙ୍କା ପୁଞ୍ଜି ବିନିଯୋଗ ହେବ।

2- ଖୋର୍ଦ୍ଧାରେ ଆଦାନୀ ଏଣ୍ଟରପ୍ରାଇଜ ଲିମିଟେଡ୍‌ କରିବ ଡାଟା ସେଣ୍ଟର। ଏହି ଡାଟା ସେଣ୍ଟରରେ ୫୦୦ କୋଟି ଟଙ୍କା ନିବେଶରେ ୨୦୦ ଜଣଙ୍କୁ ମିଳିବ ନିଯୁକ୍ତି।

3- କେନ୍ଦୁଝରରେ ହେବ ଲୁହାଛଡ଼ ତିଆରି କାରଖାନା। ଆର୍ଯ୍ୟ ଆଇରନ୍ ଆଣ୍ଡ ଷ୍ଟିଲ୍ କମ୍ପାନୀ ୧୭୫.୭୫କୋଟି ନିବେଶ କରିବ। କାରଖାନାରେ ମୋଟ ୬୦୦ ଜଣଙ୍କୁ ସିଧାସଳଖ ନିଯୁକ୍ତି ମିଳିବ।

4- ଗଞ୍ଜାମରେ ହେବ ଟିଟାନିୟମ ସ୍ଲାଗ ଓ ପିଗ୍ ଆଇରନ୍ କାରଖାନା। ଆରଆରଏଲଟି ପ୍ରାଇଭେଟ୍‌ ଲିମିଟେଟ୍‌ କାରଖାନା ପାଇଁ ୧୫୦ କୋଟି ନିବେଶ କରିବ। କାରଖାନାରେ ୪୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

5- ସମ୍ବଲପୁରରେ ୧୦୧ କୋଟି ଟଙ୍କାରେ ହେବ ତରଳ ଆଲୁମିନିୟମ ଆଲୟଜ ପ୍ଲାଣ୍ଟ।

ପୁଞ୍ଜିନିବେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026

ଚାଲ ଗାଁକୁ ଫେରିଯିବା

June 24, 2026

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026

ଭୁବନେଶ୍ୱରରେ ୧୪ତମ ମଲ୍ଟି ଏଜେନ୍ସି ମାରିଟାଇମ୍ ସିକ୍ୟୁରିଟି ଗ୍ରୁପ୍ ବୈଠକ ଉଦ୍‌ଘାଟିତ

June 24, 2026
Latest News

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026

ଚାଲ ଗାଁକୁ ଫେରିଯିବା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.