Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହର ଘର ତ୍ରିରଙ୍ଗା ଅଭିଯାନ: ଅନ୍‌ଲାଇନରେ କିଣିପାରିବେ ଜାତୀୟ ପତାକା, ଜାଣନ୍ତୁ କେମିତି
ଆଜିର ଖବର

ହର ଘର ତ୍ରିରଙ୍ଗା ଅଭିଯାନ: ଅନ୍‌ଲାଇନରେ କିଣିପାରିବେ ଜାତୀୟ ପତାକା, ଜାଣନ୍ତୁ କେମିତି

August 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ
ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ...

ନୂଆଦିଲ୍ଲୀ: ଡାକଘର ପକ୍ଷରୁ ଜାତୀୟ ପତାକା ଗୋଟିକୁ ୨୫ଟଙ୍କା ହିସାବରେ ବିକ୍ରି କରାଯାଉଛି। ଏହି ପତାକାଗୁଡିକୁ କୌଣସି ଦେୟ ବିନା ଘରେ ପହଞ୍ଚାଯାଉଛି।

ଇ-ଡାକଘର ପୋର୍ଟାଲ ଜରିଆରେ ମଧ୍ୟ ନାଗରିକମାନେ ଜାତୀୟ ପତାକା ଅନ୍‌ଲାଇନରେ କିଣିପାରିବେ।

ଠିକ୍ ସମୟରେ ପତାକା ପହଞ୍ଚାଇବା ଦୃଷ୍ଟିରୁ ନାଗରିକମାନେ ଅଗଷ୍ଟ ୧୨, ୨୦୨୨ ପୂର୍ବରୁ ଜାତୀୟ ପତାକା ପାଇଁ ଅନ୍‌ଲାଇନ ଅର୍ଡର କରିବାକୁ ଡାକବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ଦେଶର ଗର୍ବିତ ନାଗରିକମାନଙ୍କ ନିକଟରେ  ଜାତୀୟ ପତାକା ପହଞ୍ଚାଇବା ସୁନିଶ୍ଚିତ କରିବା ନିମନ୍ତେ ଦେଶବ୍ୟାପୀ ଡାକ ବିଭାଗ ପକ୍ଷର ପତାକା ପିଛା ୨୫ଟଙ୍କା ହିସାବରେ ବିକ୍ରୟ ପାଇଁ ବ୍ୟବସ୍ଥା ହୋଇଛି। ବିପୁଳ   ଜନସାଧାରଣ ମଧ୍ୟ ଇ-ଡାକଘର ପୋର୍ଟାଲ (https://www. epostoffice.gov.in/Product Details/Guest_productDetailsProdid=ca6wTEVyMuWlqlgDBTtyTw== ) ଜରିଆରେ ଏଥିପାଇଁ ଅନ୍‌ଲାଇନରେ ଅର୍ଡର କରୁଛନ୍ତି।

ଡାକବିଭାଗ ପହଞ୍ଚାଇବା ବାବଦ  ଦେୟ ନ ନେଇ ଦେଶର ଯେ କୌଣସି ସ୍ଥାନରେ ଜାତୀୟ ପତାକା ପହଞ୍ଚାଇବାରେ ବ୍ୟବସ୍ଥା ମଧ୍ୟ କରିଛି। ସମୟୋଚିତ ପତାକା ପାଇବା ସୁନିଶ୍ଚିତ କରିବା ପାଇଁ ନାଗରିକଗଣ ଅଗଷ୍ଟ ୧୨, ୨୦୨୨ ମଧ୍ୟରାତ୍ରୀ ପୂର୍ବରୁ ଅନଲାଇନରେ ଅର୍ଡର କରିବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ଜାତୀୟ ପତାକା ହର ଘର ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯାବନ ଆହତ

July 20, 2026

“ବିଶ୍ୱକପରେ କିପରି ୧୧ଟି ମ୍ୟାଚ୍ ଖେଳିପାରିବା?”: ସିରିଜ ହାରିବା ପରେ ଅଧିନାୟକଙ୍କ ଚିନ୍ତା

July 20, 2026

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026
Latest News

ସିଜେପି ର ପ୍ରତିବାଦ ସମୟରେ ହିଂସା!: ୫୦ ରୁ ଅଧିକ ପୋଲିସ ଏବଂ ଯାବନ ଆହତ

July 20, 2026

“ବିଶ୍ୱକପରେ କିପରି ୧୧ଟି ମ୍ୟାଚ୍ ଖେଳିପାରିବା?”: ସିରିଜ ହାରିବା ପରେ ଅଧିନାୟକଙ୍କ ଚିନ୍ତା

July 20, 2026

କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ CJPର ପ୍ରତିନିଧିମଣ୍ଡଳ: ଜାଣନ୍ତୁ କ’ଣ ହେଲା ଆଲୋଚନା?

July 20, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.