Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧୬ଟି ଦେଶର ଆମ୍ବାସଡରଙ୍କ ସହ କରିବେ ଆଲୋଚନା
ଜାତୀୟ ଖବର

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧୬ଟି ଦେଶର ଆମ୍ବାସଡରଙ୍କ ସହ କରିବେ ଆଲୋଚନା

August 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧୬ଟି ଦେଶର ଆମ୍ବାସଡରଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର: ଆଜିଠାରୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସଂଧ୍ୟାରେ ଦିଲ୍ଲୀରେ ଆୟୋଜିତ ଇନଭେଷ୍ଟର୍ସ ମିଟରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ୧୬ଟି ଦେଶର ଆମ୍ବାସଡରଙ୍କ ସହ ନବୀନ ଆଲୋଚନା କରିବେ। ମେକ ଇନ ଓଡିଶା କନକ୍ଲେଭରେ ବିଭିନ୍ନ ଦେଶରୁ କିପରି ଅଧିକ ପୁଞ୍ଜି ଓଡ଼ିଶାକୁ ଆସିବ ତାହା ଉପରେ ଗୁରୁତ୍ବ ଦେବେ।

ତେବେ ରାଜ୍ୟ ସରକାର ସିଙ୍ଗିଲ ଓ୍ବିଣ୍ଡୋ ଜରିଆରେ ଜମି, ବିଜୁଳି, ପାଣି ଓ ଆବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି ବୋଲି ନିବେଶକଙ୍କୁ ବୁଝାଇ କହିବେ ନବୀନ । ଅପରପକ୍ଷେ କରୋନା କାରଣରୁ ଦୁଇ ବର୍ଷ ପରେ ଏହି କନକ୍ଲେଭ ଆୟୋଜିତ ହେବାକୁ ଯାଉଛି। ଆସନ୍ତା ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ପର୍ଯ୍ୟନ୍ତ ହେବ ‘ମେକ ଇନ ଓଡ଼ିଶା କନକ୍ଲେଭ’।

ଏଥିସହିତ ମୁଖ୍ୟମନ୍ତ୍ରୀ ଆସନ୍ତା ଚାରି ତାରିଖରେ ନୂଆଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ତରଫରୁ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପି ସେବା ପାଇଁ ପୁରସ୍କୃତ କରାଯିବ। ଏହି ଉତ୍ସବରେ ପୂର୍ବତନ ମୁଖ୍ୟ ବିଚାରପତି ଏମ ଭି ରମନା ଯୋଗଦେଇ ପୁରସ୍କାର ପ୍ରଦାନ କରିବେ।

ନବୀନ ପଟ୍ଟନାୟକ ଭି.କେ ପାଣ୍ଡିୟାନ ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ ମେକ ଇନ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଅବପାତର ରୂପ ନେଉଛି ଲଘୁଚାପ: ଆଜି ରାତିରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ, ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା

September 23, 2026

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ମାର୍କ ଉଡ୍

September 23, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ଶୁଣାଣି ମୁଲତବୀ, ଆଜି ଆସିପାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

September 23, 2026
Latest News

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.