Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ କିଛି ସମୟ ପରେ ନୂଆଦିଲ୍ଲୀରେ ଆରମ୍ଭ ହେବ ‘ମେକ ଇନ ଓଡିଶା’ ର ପୂର୍ବ ପ୍ରସ୍ତୁତି ବୈଠକ
ଆଜିର ଖବର

ଆଉ କିଛି ସମୟ ପରେ ନୂଆଦିଲ୍ଲୀରେ ଆରମ୍ଭ ହେବ ‘ମେକ ଇନ ଓଡିଶା’ ର ପୂର୍ବ ପ୍ରସ୍ତୁତି ବୈଠକ

August 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଉ କିଛି ସମୟ ପରେ ନୂଆଦିଲ୍ଲୀରେ ଆରମ୍ଭ ହେବ 'ମେକ ଇନ ଓଡିଶା' ର ପୂର୍ବ ପ୍ରସ୍ତୁତି ବୈଠକ

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ନୂଆଦିଲ୍ଲୀରେ ଆରମ୍ଭ ହେବ ମେକ ଇନ ଓଡିଶାର ପୂର୍ବ ପ୍ରସ୍ତୁତି ବୈଠକ। ଏହି ବୈଠକ ଦିଲ୍ଲୀର କନଟ ପ୍ଲେସରେ ଥିବା ହୋଟେଲ ଲା ମିରିଡିୟାନରେ ଆୟୋଜିତ ହୋଇଛି। ଏହି ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି।

ଏହି ବୈଠକରେ ୧୬ଟି ଦେଶର ଆମ୍ବାସଡରଙ୍କ ସହ ନବୀନ ଆଲୋଚନା କରିବେ। ସେଠାର ଥିବା ପ୍ରମୁଖ ଶିଳ୍ପପତିଙ୍କୁ ଆକୃଷ୍ଟ କରିବା ପାଇଁ ଓଡିଶା କ୍ଷେତ୍ର କିପରି ପ୍ରକୃଷ୍ଠ ତାହା ଆମ୍ବାସଡରଙ୍କୁ ଅବଗତ କରାଇବେ। ଏଥିପାଇଁ ଶିଳ୍ପ ବିଭାଗର ଏକ ଟିମ ନୂଆ ଦିଲ୍ଲୀ ଗସ୍ତ କରି ଏହାର ପ୍ରସ୍ତୁତି କରିଛନ୍ତି।

ଆସନ୍ତା ନଭେମ୍ବର 30 ରୁ ଡିସେମ୍ବ 4 ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରେ ହେବ ମେକ ଇନ ଓଡିଶା କନକ୍ଲେଭ। ଏହା ପୂର୍ବରୁ ଆଉ ଦୁଇଟି କନକ୍ଲେଭ ଆୟୋଜିତ ହୋଇଯାଇଛି। ଯେଉଁଥିରେ ମୁକେଶ ଆମ୍ବାନୀ, ରୀତେଶ ଅଗ୍ରୱାଲା ପରି ଶିଳ୍ପପତିମାନେ ଯୋଗ ଦେଇ ପୁଂଜି ବିନିଯୋଗ କରିଛନ୍ତି। ଏହି କନକ୍ଲେଭରେ କିପରି ବିଦେଶୀ ଶିଳ୍ପପତି ଯୋଗ ଦେବେ ସେଥିପାଇଁ ଏହି ପ୍ରଚେଷ୍ଠା ଜାରୀ ରହିଛି।

Make in Odisha ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମେକ ଇନ ଓଡିଶା ଶିଳ୍ପପତି
Share. Facebook Twitter LinkedIn Email WhatsApp Copy Link

Related Posts

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026
Latest News

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.