Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Invest Odisha: ଆଜି ୧୫ଟି କମ୍ପାନୀ ସହ ମୁମ୍ବାଇରେ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ
ଜାତୀୟ ଖବର

Invest Odisha: ଆଜି ୧୫ଟି କମ୍ପାନୀ ସହ ମୁମ୍ବାଇରେ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

September 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Invest Odisha: ଆଜି ୧୫ଟି କମ୍ପାନୀ ସହ ମୁମ୍ବାଇରେ ଆଲୋଚନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଆଗାମୀ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏଁ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଥିବା ମେକ୍‌ ଇନ୍‌ ଇଣ୍ଡିଆ କନ୍‌କ୍ଲେଭ୍‌ ପାଇଁ ବୃହତ୍‌ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଏକ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଏହାର ଅବ୍ୟବହିତ ପୂର୍ବରୁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ୧୫ଟି କମ୍ପାନୀର ମୁଖ୍ୟମାନଙ୍କ ସହ ବ୍ୟକ୍ତିଗତ ଭାବେ ବୈଠକ କରି ଓଡ଼ିଶାର ଶିଳ୍ପ ଆଭିମୁଖ୍ୟ ଉପରେ ଆଲୋଚନା କରିଛନ୍ତି। କି୍ରସିଲ୍‌ ଲିଃ, ନାଲ୍‌କୋ ଓ ସହଯୋଗୀ କମ୍ପାନୀ, ଥାଇସେନ୍‌କ୍ରୁପ୍‌ ଇଣ୍ଡିଆ ଲିଃ, ଆଇଏମ୍‌ପି ପାୱାର ଲିଃ, ରୋଚେନ୍‌ ସେପାରେସନ୍‌ ସିଷ୍ଟମ୍‌(ଇଣ୍ଡିଆ) ପ୍ରା.ଲିଃ ପ୍ରମୁଖ କମ୍ପାନୀଗୁଡ଼ିକର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପୃଥକ ପୃଥକ ଭାବେ ଆଲୋଚନା କରିଥିଲେ।

ଶ୍ରୀ ମହାପାତ୍ର ଓଡ଼ିଶା ସରକାର ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ନିମନ୍ତେ ଦେଉଥିବା ବିଭିନ୍ନ ସୁବିଧାସୁଯୋଗ ଏବଂ ଭିତ୍ତିଭୂମି ବିକାଶ ବାବଦରେ ସେମାନଙ୍କୁ ଅବଗତ କରାଇଥିଲେ। ଆମର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଜମିଯୋଗାଣ, ଉନ୍ନତ ମାନର ବିଦୁ୍ୟତ, ଶିଳ୍ପପୁଞ୍ଜ ଏବଂ ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜିନେସ୍‌ ଭଳି ବ୍ୟବସ୍ଥା ଉପଲବ୍ଧ ହେଉଥିବା ବିଷୟ ଉପସ୍ଥାପନ କରିଥିଲେ।

ଏହି ଆଲୋଚନାରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ।

Invest Odisha Make in Odisha ଇନଭେଷ୍ଟର ମିଟ ମୁମ୍ବାଇରେ ମେକ ଇନ ଓଡିଶା ମେକ ଇନ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମିଳିଲା ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ

August 30, 2026

ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଦେଉ ନଥିବା କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

August 30, 2026

ପଞ୍ଜାବରେ AAP ନେତାଙ୍କୁ ଗୁଳି: ନିକଟତର ସହଯୋଗୀଙ୍କ ମୃତ୍ୟୁ

August 30, 2026

ମଣ୍ଡି ଧାନ ପଂଜୀକରଣ ସମୟକୁ ଆଉ ସାତଦିନ ପାଇଁ ବୃଦ୍ଧି କଲେ ରାଜ୍ୟ ସରକାର

August 30, 2026
Latest News

ଗାଁ ଗାଁରେ ଆରମ୍ଭ ଖୁଦୁରୁକୁଣୀ ବ୍ରତ: ଚଳଚଞ୍ଚଳ ଗାଁ ପରିବେଶ

August 30, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ଚିଲିକାରେ ଶିକ୍ଷା ବ୍ୟବସ୍ଥାର ଉନ୍ନତିକୁ ନେଇ ଆଇନ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ ବୈଠକ

August 30, 2026

ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ଶ୍ରୀଲଙ୍କାଠାରୁ ଚାମ୍ପିଅନ୍ସ ଟ୍ରଫିର ଆୟୋଜନ ଅଧିକାର କାଢ଼ିନେଲା ICC!

August 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମିଳିଲା ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.