Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭି କେ ପାଣ୍ଡିଆନ
ଜାତୀୟ ଖବର

ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭି କେ ପାଣ୍ଡିଆନ

September 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର ନିର୍ମାଣ ଅଗ୍ରଗତି ସମୀକ୍ଷା କାଲେ 5T ସଚିବ ଭି କେ ପାଣ୍ଡିଆନ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଷ୍ଟାଣ୍ଡ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ.
ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଅନୁଯାୟୀ କାମ ଚାଲିଛି।

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5ଟି ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ ବିଡିଏ ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ବସ ଟର୍ମିନାଲ ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ। ଆସନ୍ତା ମାର୍ଚ୍ଚ 2023 ସୁଦ୍ଧା ଟର୍ମିନାଲ କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ।

ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଟର୍ମିନାଲ କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଁଛି। ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି 180 କୋଟି ଟଙ୍କା ବ୍ୟୟ ରେ 11.48 ଏକର ଜମି ଉପରେ ନିର୍ମିତ ଟର୍ମିନାଲର ବରମୁଣ୍ଡା ରେ ପାର୍କିଙ୍ଗ ଏଟିଏମ, ଫୁଡକୋର୍ଟ, ରେଷ୍ଟୁରାଣ୍ଟ ଏବଂ ବ୍ୟବସାୟିକ ସ୍ଥାନ ସହିତ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି। ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା ମଧ୍ୟ କରାଯାଇଛି।

ବରମୁଣ୍ଡା ବସଷ୍ଟାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026
Latest News

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.