Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ବତନ୍ତ୍ର ସହାୟତା ନିମନ୍ତେ ଯୋଜନା
ଆଜିର ଖବର

୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ବତନ୍ତ୍ର ସହାୟତା ନିମନ୍ତେ ଯୋଜନା

September 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ
ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

ନୂଆଦିଲ୍ଲୀ: ୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ବତନ୍ତ୍ର ସହାୟତା ନିମନ୍ତେ ଭାରତ ସରକାର ଏକ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ, ପୁଞ୍ଜି ବିନିଯୋଗ ପ୍ରକଳ୍ପ ପାଇଁ ୫୦ ବର୍ଷ ଲାଗି ସୁଧମୁକ୍ତ ଋଣ ଆକାରରେ ରାଜ୍ୟ ସରକାରମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

ଯୋଜନାର ପଞ୍ଚମ ଭାଗ (ଅପ୍ଟିକାଲ ଫାଇବର କେବୁଲ) ଅଧୀନରେ, ୩୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଅପ୍ଟିକାଲ ଫାଇବର କେବୁଲ (ଓଏଫସି) ନେଟୱର୍କ ପାଇଁ ପୁଞ୍ଜି ପ୍ରକଳ୍ପ ଗୁଡ଼ିକ ନିମନ୍ତେ ଏହି ସହାୟତା ରାଜ୍ୟମାନଙ୍କ ଲାଗି ଉପଲବ୍ଧ ହେବ। ଦୂରସଞ୍ଚାର ବିଭାଗର ସୁପାରିସ କ୍ରମେ ବ୍ୟୟ ବିଭାଗ ପକ୍ଷରୁ ନିକଟରେ ଚାରିଟି ରାଜ୍ୟ: ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ହରିୟାଣା ଏବଂ କର୍ଣ୍ଣାଟକ ପାଇଁ ଯଥାକ୍ରମେ ୫୦ କୋଟି, ୮୪ କୋଟି, ୬୫ କୋଟି ଏବଂ ୧୫୬ କୋଟି ଟଙ୍କାର ଆବଣ୍ଟନ କରାଯାଇଛି।

ଆର୍ଥିକ ସହାୟତା ପୁଞ୍ଜି ବିନିଯୋଗ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Latest News

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.