Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେଣ୍ଡ୍‌ସ ପକ୍ଷରୁ ଦୁର୍ଗାପୂଜା ଅବସରରେ “ଖୁସିର ପର୍ବ’ ଘୋଷଣା: ୧.୨ ଲକ୍ଷର ପୁରସ୍କାର ଜିତିବା ସୁଯୋଗ
ଆଜିର ଖବର

ଟ୍ରେଣ୍ଡ୍‌ସ ପକ୍ଷରୁ ଦୁର୍ଗାପୂଜା ଅବସରରେ “ଖୁସିର ପର୍ବ’ ଘୋଷଣା: ୧.୨ ଲକ୍ଷର ପୁରସ୍କାର ଜିତିବା ସୁଯୋଗ

September 26, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂଜା ସମୟରେ ଗ୍ରାହକମାନଙ୍କୁ ଖୁସି ଓ ଉଲ୍ଲାସ ପ୍ରଦାନ କରିବା ଲାଗି ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆକ୍‌ସେସୋରିଜ୍ ସ୍ପେସିଆଲିଟି ଶୃଙ୍ଖଳା ରିଲାଏନ୍ସ ରିଟେଲ୍‌ର ଟ୍ରେଣ୍ଡ୍‌ସ ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ “ଖୁସିର ପର୍ବ’ ବିଷୟରେ ଘୋଷଣା କରାଯାଇଛି।

ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ସପିଙ୍ଗ୍ ଉପରେ ଉନ୍ନତ ଅନୁଭୂତି ଦେବା ଲାଗି ସ୍ୱତନ୍ତ୍ର ଅଫର ଅଧିନରେ ଗ୍ରାହକମାନେ ୩୪୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ସପିଙ୍ଗ କଲେ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ଓ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ପାଇପାରିବେ। ଏସ୍‌ବିଆଇ ଡେବିଟ୍ କାର୍ଡ ବ୍ୟବହାରକାରୀମାନେ ସର୍ବନିମ୍ନ ୩,୯୯୯ ଟଙ୍କାର ସପିଙ୍ଗ କରି ୫% ରିହାତି ପାଇପାରିବେ ଏବଂ ଏଥିରେ ସର୍ବାଧିକ ୫୦୦ ଟଙ୍କାର ରିହାତି ମିଳିବ। ଏହି ଏସବିଆଇ କାର୍ଡ ସହିତ ଅଫର ଅକ୍ଟୋବର ୩୦ ପର୍ଯ୍ୟନ୍ତ ବୈଧ ରହିବ।

ଏହି ସ୍ୱତନ୍ତ୍ର ଅଭିଯାନରେ ଟ୍ରେଣ୍ଡ୍‌ସ ପକ୍ଷରୁ ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍ ସେଲ୍‌ଫି କିମ୍ବା ପୂଜା ଉତ୍ସବ ପାଳନର ଭିଡିତ୍ତ୍ୱତ୍ତ୍ୱଓ / ରିଲ୍‌ସ ପଠାଇବାକୁ ଆହ୍ୱାନ କରାଯାଇଛି। ଏଥିରେ ଅଂଶଗ୍ରହଣ କରିବା ପାଇଁ ଗ୍ରାହକମାନେ ୯୮୫୩୦୩୫୧୦୪ ହ୍ୱାଟସ୍‌ଆପ୍ ନମ୍ବର ଜରିଆରେ କିମ୍ବା ଙ୍ଗଙ୍ଗଙ୍ଗ.ଗ୍ଧକ୍ସରଦ୍ଭୟଗ୍ଦଳଷଙ୍କଗ୍ଦସକ୍ସବକ୍ଟ୍ରବକ୍ସଭବ.ମକ୍ଟଜ୍ଞରେ ନିଜର ପୂଜା ଲୁକ୍ ସେଲ୍‌ଫି କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ/ସେଲ୍‌ଫି ଅପ୍‌ଲୋଡ୍ କରିପାରିବେ। ଗ୍ରାହକମାନେ ପୂଜା ଲୁକ୍ ସେଲ୍‌ଫି ଓ ଭିଡିଓ/ରିଲ୍‌ସକୁ ନିଜ ଫେସବୁକ୍ ଓ ଇନଷ୍ଟାଗ୍ରାମ୍ ଆକାଉଂଟ୍‌ରେ ହାସ୍‌ଟ୍ୟାଗ୍ #trendskhusiraparba ଲେଖି ପୋଷ୍ଟ କରିପାରିବେ।

ଟ୍ରେଣ୍ଡ୍‌ସ ଭାରତରେ ବାସ୍ତବରେ ଫେସନକୁ ସବୁ ଲୋକଙ୍କ ପାଖରେ ପହଂଚାଇ ମେଟ୍ରୋ ଠାରୁ ଆରମ୍ଭ କରି ମିନି ମେଟ୍ରୋ, ଟାୟାର୧ ଓ ୨ ସହର ଓ ତା’ଠାରୁ ଆଗକୁ ବଢ଼ି ଭାରତର ଗ୍ରାହକମାନଙ୍କ ପଖରେ ପହଂଚିଛି ଓ ନିଜକୁୁ ଭାରତର ପସନ୍ଦର ସପିଙ୍ଗ ସ୍ଥଳରେ ପରିଣତ କରିଛି।

ଟ୍ରେଣ୍ଡ୍‌ସ ଷ୍ଟୋର ଦେଖିବାକୁ ବେଶ ଆଧୁନିକ ଓ ଆକର୍ଷଣୀୟ ଓ ଗୁଣାତ୍ମକ ମାନର ଫେସନ ସାମଗ୍ରୀ ସେଥିରେ ରହିଛି ଯାହା ବିଭିନ୍ନ ଅଂଚଳର ଗ୍ରାହକମାନଙ୍କ ଲାଗି ବେଶ ପ୍ରାସଙ୍ଗିକ ଓ ତାହା ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଥିବାରୁ ଭାଲ୍ୟୁ ଫର ମନି ଭାବେ ବିଚାର କରାଯାଉଛି।

ଗ୍ରାହକମାନେ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଟ୍ରେଣ୍ଡି ଓମେନ୍‌ସ ଓୟାର, ମେନ୍‌ସ ଓୟାର, କିଡ୍‌ସ ଓୟାର ଓ ଫେସନ୍ ଆକ୍‌ସୋସୋରିଜ୍ ଆଦି ଆକର୍ଷଣୀୟ ମୂଲ୍ୟରେ ପାଇପାରିବେ।

“ଖୁସିର ପର୍ବ’ ଟ୍ରେଣ୍ଡ୍‌ସ ଦୁର୍ଗାପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026
Latest News

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.