Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଗୁଜବ ଉପରେ ଆଧାରିତ ହାତୀ ଦାନ୍ତ କାରବାରକୁ ନେଇ ଗଣମାଧ୍ୟମରେ ପ୍ରକାଶିତ ଖବର
ଅନ୍ତରାଷ୍ଟ୍ରୀୟ

ଗୁଜବ ଉପରେ ଆଧାରିତ ହାତୀ ଦାନ୍ତ କାରବାରକୁ ନେଇ ଗଣମାଧ୍ୟମରେ ପ୍ରକାଶିତ ଖବର

October 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୧୩ ଅକ୍ଟୋବର ୨୦୨୨ରେ ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶିତ ଖବର ‘ଅଣ୍ଡର ଚିତା ଡିଲ୍‌, ସଟ୍‌ ଇଣ୍ଡିଆସ୍‌ ସପର୍ଟ ଅନ୍‌ ଲିଫ୍ଟିଂ ଆଇଭରୀ ବ୍ୟାନ : ନାମିବିୟା’ (ଚିତା ରାଜିନାମା ଅଧୀନରେ, ହାତୀ ଦାନ୍ତ ଉପରେ ନିଷେଧାଜ୍ଞା ଉଚ୍ଛେଦ ଲାଗି ଭାରତର ସହଯୋଗ ଲୋଡ଼ାଯାଇଛି: ନାମିବିୟା) ଶୀର୍ଷକ ଖବର ସମ୍ପୂର୍ଣ୍ଣ ଭାବେ ଆକଳନ ଓ ଗୁଜବ ଉପରେ ଆଧାରିତ ଏବଂ ବାସ୍ତବ ତଥ୍ୟ ସହ ଏହାର କୌଣସି ସମ୍ପର୍କ ନାହିଁ।

ଯଦିଓ ଭାରତ ଓ ନାମିବିୟା ସରକାରଙ୍କ ମଧ୍ୟରେ ସ୍ବାକ୍ଷରିତ ହୋଇଥିବା ରାଜିନାମାରେ ‘ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ଦୀର୍ଘସ୍ଥାୟୀ ଜୈବ ବିବିଧତାର ଉପଯୋଗ’କୁ ଏକ ସହଯୋଗ କ୍ଷେତ୍ର ଭାବେ ସାମିଲ କରାଯାଇଛି, ଏହାକୁ କୌଣସି ପ୍ରକାରରେ ବିଲୁପ୍ତପ୍ରାୟ ପ୍ରଜାତିଙ୍କ ଅଙ୍ଗପ୍ରତ୍ୟଙ୍ଗ କାରବାର ଉପରୁ ନିଷେଧାଜ୍ଞା ଉଚ୍ଛେଦ ପ୍ରତି ସମର୍ଥନ ଭାବେ ଗ୍ରହଣ କରାଯିବା ଉଚିତ୍‌ ନୁହେଁ।

ହାତୀ ଦାନ୍ତ କାରବାର ଉପରୁ ନିଷେଧାଜ୍ଞା ଉଚ୍ଛେଦ ଲାଗି ନାମିବିୟା ସରକାରଙ୍କ ପକ୍ଷରୁ ଭାରତ ସରକାରଙ୍କୁ କୌଣସି ଲିଖିତ ସୂଚନା ମିଳିନାହିଁ। ଉଭୟ ସାର୍ବଭୌମ ରାଷ୍ଟ୍ର ହୋଇଥିବାରୁ ଭାରତ ଏବଂ ନାମିବିୟା ରାଜିନାମାର ପରିଧି ମଧ୍ୟରେ ଦୀର୍ଘସ୍ଥାୟୀ ଜୈବ ବିବିଧତାର ଉପଯୋଗ ସଂକ୍ରାନ୍ତରେ ସେମାନଙ୍କର ସ୍ଥିତିର ମୂଲ୍ୟାୟନ କରିବେ ଯାହାକି ଆପୋସ ସମ୍ମାନ, ସାର୍ବଭୌମତ୍ବ, ସମାନତା ଏବଂ ଉଭୟ ପକ୍ଷର ଶ୍ରେଷ୍ଠ ହିତ ଉପରେ ଆଧାରିତ ହୋଇଥିବ। (ପିଆଇବି)

ଗଣମାଧ୍ୟମ ପ୍ରକାଶିତ ଖବର
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026
Latest News

ଇରାନ ଯୁଦ୍ଧ କେବେ ଶେଷ ହେବ?: ଦିନ ଧାର୍ଯ୍ୟ କଲା ଆମେରିକା, ମଧ୍ୟସ୍ଥତା କରିବ ପାକିସ୍ତାନ

March 24, 2026

ଆଜି ମାର୍ଚ୍ଚ ୨୪ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 24, 2026

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.