Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ରେଳର ସମ୍ପୂର୍ଣ୍ଣ ବ୍ରଡ୍ ଗେଜ୍ ନେଟୱର୍କର ବିଦ୍ୟୁତିକରଣ ଯୋଜନା ଆରମ୍ଭ: ସଞ୍ଚୟ ହେବ ବିଦେଶୀ ମୁଦ୍ରା
ଆଜିର ଖବର

ଭାରତୀୟ ରେଳର ସମ୍ପୂର୍ଣ୍ଣ ବ୍ରଡ୍ ଗେଜ୍ ନେଟୱର୍କର ବିଦ୍ୟୁତିକରଣ ଯୋଜନା ଆରମ୍ଭ: ସଞ୍ଚୟ ହେବ ବିଦେଶୀ ମୁଦ୍ରା

October 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Indian Railways
ଅଣ ଅନୁମୋଦିତ ଖାଦ୍ୟ ଓ ପାନୀୟ ବିକ୍ରି ନେଇ ଆଇଆରସିଟିସିର ଚଢ଼ଉ ଜୋରଦାର

ଭୁବନେଶ୍ଵର: ଭାରତୀୟ ରେଳ ନିଜର ସମ୍ପୂର୍ଣ୍ଣ ବ୍ରଡ୍ ଗେଜ୍ ନେଟୱର୍କର ବିଦ୍ୟୁତିକରଣର ଯୋଜନା ଆରମ୍ଭ କରିଛନ୍ତି, ଯାହାର ଫଳସ୍ବରୂପ ଉନ୍ନତ ଇନ୍ଧନ ଶକ୍ତିର ଉପଯୋଗ, ଥ୍ରୁପୁଟରେ ବୃଦ୍ଧି ଓ ଇନ୍ଧନରେ ହେଉଥିବା ବ୍ୟୟ ହ୍ରାସ ପାଇଛି। ଏହା ଜରିଆରେ ବହୁମୁଲ୍ୟ ବିଦେଶୀ ମୁଦ୍ରାର ମଧ୍ୟ ସଞ୍ଚୟ ହୋଇପାରିବ।

ଆର୍ଥିକ ବର୍ଷ 2022-23 ସମୟରେ, ସେପ୍ଟେମ୍ବର 2022 ସୁଦ୍ଧା ଭାରତୀୟ ରେଳ ଆର୍ଥିକ ବର୍ଷ 2021-22 ର ଏହି ଅବଧି ସମୟରେ ହାସଲ କରିଥିବା 562 ରୁଟ୍ କିଲୋମିଟର (ଆରକେଏମ୍) ତୁଳନାରେ 851 ରୁଟ୍ କିଲୋମିଟର (ଆରକେଏମ୍‌) ବିଦ୍ୟୁତିକରଣ ଲକ୍ଷ୍ୟ ହାସଲ କରିଛନ୍ତି। ଏହା ଗତ ବର୍ଷର ଏହି ଅବଧିର ସଂଖ୍ୟା ଠାରୁ 51.4% ଅଧିକ ଅଟେ। ଏହି ଆର୍ଥିକ ବର୍ଷ ସମୟରେ ବିଦ୍ୟୁତିକରଣର ଲକ୍ଷ୍ୟ 6500 ଆରକେଏମ୍ ଅଟେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ବର୍ଷ 2021-22 ସମୟରେ ଭାରତୀୟ ରେଳ ଇତିହାସରେ 6366 ଆରକେଏମ୍ ର ରେକର୍ଡ ବିଦ୍ୟୁତିକରଣ ହାସଲ କରିଥିଲା। ଏହା ପୂର୍ବରୁ 2020-21 ସମୟରେ ସର୍ବାଧିକ ବିଦ୍ୟୁତିକରଣ 6015 ଆରକେଏମ୍ ଥିଲା।

30.09.2022 ସୁଦ୍ଧା, ଭାରତୀୟ ରେଳର ବିଜି ନେଟୱର୍କର 65141 ଆରକେଏମ୍ (କେଆରସିଏଲ୍ ସହିତ) ରେ 53,098 ବିଜି ଆରକେଏମ୍ ର ବିଦ୍ୟୁତିକରଣ କରାଯାଇ ସାରିଛି ଯାହା ସମୁଦାୟ ବିଜି ନେଟୱର୍କ ର 81.51% ଅଟେ।

ଭାରତୀୟ ରେଳ ଭାରତୀୟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ! ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026
Latest News

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ! ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026

ଦିଲ୍ଲୀରେ ପୁଟିନ, ମୋଦୀଙ୍କ ସହ ଆଜି ମହାବୈଠକ: ପ୍ରତିରକ୍ଷାଠାରୁ ଶକ୍ତି-ବାଣିଜ୍ୟ, ରହିବ ଏହି ବଡ଼ ପ୍ରସଙ୍ଗ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.