Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଜି ହ୍ବାଟସପ ହେଲା ଡାଉନ, ମେଟା କଂପାନୀ ଦେଲା ଏହି ସୂଚନା
ଅନ୍ତରାଷ୍ଟ୍ରୀୟ

ଆଜି ହ୍ବାଟସପ ହେଲା ଡାଉନ, ମେଟା କଂପାନୀ ଦେଲା ଏହି ସୂଚନା

October 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ହ୍ବାଟସପ ହେଲା ଡାଉନ, ଖୁବ ଶିଘ୍ର ସମାଧାନ ହେବ ବୋଲି କଂପାନୀର ସୂଚନା

ନୂଆଦିଲ୍ଲୀ: ଆଜି ସାରା ଦେଶରେ ସାମାଜିକ ଗଣମାଧ୍ୟମ ହ୍ବାଚସପ ଡାଉନ ହୋଇଯାଇଛି। ଗ୍ରହାକମାନେ କିଏ ଏହି ଆପକୁ ଖୋଲିପାରୁ ନାହାଁନ୍ତି। ଏପରିକି ଯେଉଁମାନଙ୍କର ଖୋଲୁଛି ସେଥିରେ ମେସେଜ ବା ଫଟୋ ପଠେଇ ହେଉ ନାହିଁ। ହ୍ବାଟସପ ଡାଉନ ଚାଲୁଥିବାରୁ ଏ ନେଇ ଟୁଇଟରରେ ଟ୍ରେଣ୍ଡ ଚାଲିଛି।

ତେବେ ରିଅଲ ଟାଇମ ଡାଉନଡିଟେକ୍ଟର ଅନୁସାରେ ଆଜି ଭାରତରେ ଦିନ ପ୍ରାୟ 12 ଟା 30 ବେଳକୁ 11000 ୟୁଜରସ ସେମାନଙ୍କର ମୋବାଇଲରେ ଏହି ଆପ ଖୋଲିବାରେ ସମସ୍ୟା ଦେଖାଦେଇଥିଲା। ତେବେ ଭାରତ ଅପେକ୍ଷା ଅନ୍ୟ ଦେଶରେ ଏହି ସଂଖ୍ୟା ଅଧିକ। ଏହି ଡିଟେକ୍ଟର ଅନୁସାରେ ଯୁକେରେ 68000 ଏବଂ ସିଙ୍ଗାପୁରରେ 19000 ବ୍ୟବହାରକାରୀ ଏହି ଆପ ବ୍ୟବହାରରେ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ତେବେ ଏହି ଆପ୍ ର କଂପାନୀ ମେଟା ତରଫରୁ ଏକ ବିଜ୍ଞପ୍ତି ଜାରୀ କରାଯାଇଛି। ସେଥିରେ କୁହାଯାଇଛି ଯେ, ଖୁବ ଶିଘ୍ର ଏହାର ସମାଧାନ କରାଯିବ।

whatsapp ହ୍ବାଟସଆପ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026
Latest News

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.