Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଆଇ.ଏ.ଏସ.ରେ ଚିନାବାଦମ ଚାଷ ନେଇ ତାଲିମ ଶିବିର
ଆଜିର ଖବର

ସୋଆ ଆଇ.ଏ.ଏସ.ରେ ଚିନାବାଦମ ଚାଷ ନେଇ ତାଲିମ ଶିବିର

November 1, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଲାଇଭ୍ଲିହୁଡ ଅଲଟରନେଟିଭର ମିଳିତ ଆନୁକୂଲ୍ୟରେ ଗତ ଶନିବାର ଦିନ ଚିନାବାଦାମ ଚାଷୀଙ୍କ ନିମନ୍ତେ ଏକ ତାଲିମ ପ୍ରଶିକ୍ଷଣ କର୍ମାଶାଳା ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାରେ ରାଜ୍ୟର ୧୫ଟି ଜିଲ୍ଲାର ଚିନାବାଦାମ ଚାଷୀଙ୍କୁ ତାଲିମ ଦେବା ନିମନ୍ତେ ତାଲିମ ଦାତା ମାନଙ୍କର ଚିନାବାଦାମ ଚାଷ ସମ୍ପର୍କିତ ଥିବା ଜ୍ଞାନକୁ ନେଇ ଏକ ତାଲିମ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଲାଇଭ୍ଲିହୁଡ ଅଲଟରନେଟିଭ ର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ସମ୍ବିତ ତ୍ରିପାଠୀ କାର୍ଯ୍ୟକ୍ରମ ରୂପରେଖ ସମ୍ପର୍କରେ ସୂଚନା ଦେଇଥିଲେ।

ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଦିଲ୍ଲୀସ୍ଥିତି ସଫଲ୍ ଡାଏ ର ସିଇଓ ପ୍ରଦୀପ୍ତ ସାହୁ ଓ ସମ୍ମାନିତ ଅତିଥି ଭାବେ ଆଇଏଏସ୍ ଡିନ୍‌ର ପ୍ରଫେସର ଡଃ ବିଜୟ କୁମାର ସାହୁ , ଲାଇଭ୍ଲିହୁଡ ଅଲଟରନେଟିଭର ଡାଇରେକ୍ଟର ରତ୍ନାକର ପାଣିଗ୍ରାହୀ, ପ୍ରଫେସର ଡଃ ପ୍ରିୟବତ୍ର ପଟ୍ଟନାୟକ, ନାଫେଡ୍‌ର ଅଧିକାରୀ ଗୋବିନ୍ଦ ମୁର୍ମୁ ଯୋଗ ଦେଇ ବକ୍ତବ୍ୟ ପ୍ରଦାନ କରିବା ସହିତ ଆଗାମୀ ଦିନରେ ଭାରତ କିଭଳି ଚିନାବାଦାମ ପରି ତୈଳବୀଜର ଅଧିକ ଉତ୍ପାଦନ କରି ଆତ୍ମନିର୍ଭରଶୀଳ ହୋଇପାରିବ ଓ ୟୁକ୍ରେନ୍ ଇଣ୍ଡୋନୋସିଆ, ମାଲେସିଆ ପରି ଦେଶ ଉପରେ ଆଉ ଭାରତକୁ ନିର୍ଭର କରିବାକୁ ପଡ଼ିବ ନାହିଁ ସେଥିପ୍ରତି ସଚେତନତା ସୃଷ୍ଟି କରିଥିଲେ।

ଆଗ୍ରୋନୋମିର ପ୍ରଫେସର ଡଃ ବାସୁଦେବ ବେହେରା, ପ୍ଲାଂଟ୍ ପାଥୋଲୋଜିର ସହକାରୀ ପ୍ରଫେସର ଅଂଶୁମାନ ଖଣ୍ଡୁଆଲ, ଏଟୋଂମୋଲୋଜିର ସହକାରୀ ପ୍ରଫେସର ଡଃ ସତ୍ୟ ନାରାୟଣ ଶତପଥୀ ଆଦି ଏହି କର୍ମଶାଳାକୁ ପରିଚାଳନା କରିଥିଲେ।

ସମସ୍ତ ତାଲିମଦାତାମାନେ ସୋଆର ଫାର୍ମରେ କ୍ଷେତ୍ର ସ୍ତରୀୟ ଅଭିଜ୍ଞତା ମଧ୍ୟ ହାସଲ କରିଥିଲେ। ଲାଇଭ୍ଲିହୁଡ ଅଲଟରନେଟିଭ ର ମୁଖ୍ୟ ଅପରେଟିଙ୍ଗ ଅଫିସର କେଦାର ଚନ୍ଦ୍ର ପ୍ରଧାନ ତାଲିମ ଦାତାମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିଥିଲେ ଓ ପରିଶେଷରେ ପ୍ରଫେସର ଡଃ ଶୁଭପ୍ରଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

ତାଲିମ ଶିବିର ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ୧୧ ମୃତ, ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଘୋଷଣା

September 1, 2026

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପ୍ରକ୍ରିୟା ଜାରି

September 1, 2026

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026

ଅନ୍ତର୍ଜାତୀୟ ଫୁଟବଲକୁ ଅଲବିଦା ଜଣାଇଲେ ଲିଓନେଲ ମେସି

September 1, 2026
Latest News

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ୧୧ ମୃତ, ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ସହାୟତା ଘୋଷଣା

September 1, 2026

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି ପ୍ରକ୍ରିୟା ଜାରି

September 1, 2026

ଅପରିହାର୍ଯ୍ୟ ନହେଲେ ସୁନା କିଣନ୍ତୁ ନାହିଁ, ବିଦେଶ ଭ୍ରମଣରୁ ଦୂରେଇ ରୁହନ୍ତୁ: ପ୍ରଧାନମନ୍ତ୍ରୀ

September 1, 2026

ଇଣ୍ଡିଗୋ ବିମାନର ଯାନ୍ତ୍ରିକ ତ୍ରୁଟି: ଗୋଆରେ ହେଲା ଜରୁରୀକାଳୀନ ଅବତରଣ

September 1, 2026

ଅନ୍ତର୍ଜାତୀୟ ଫୁଟବଲକୁ ଅଲବିଦା ଜଣାଇଲେ ଲିଓନେଲ ମେସି

September 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.