Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଠାରୁ ପୁନେରେ ଉପଲବ୍ଧ ହେବ ଜିଓ ଟ୍ରୁ-୫ଜି: “ଜିଓ ୱେଲକମ୍ ଅଫର’ରେ ଆମନ୍ତ୍ରଣ
ଆଜିର ଖବର

ଆଜି ଠାରୁ ପୁନେରେ ଉପଲବ୍ଧ ହେବ ଜିଓ ଟ୍ରୁ-୫ଜି: “ଜିଓ ୱେଲକମ୍ ଅଫର’ରେ ଆମନ୍ତ୍ରଣ

November 23, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Jio_True5G_Delhi-City_600x300_CTBanner_A

ଭୁବନେଶ୍ୱର/ ପୁନେ: ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯେ ଜିଓ ଟ୍ରୁ-୫ଜି ଏବେ ମହାରାଷ୍ଟ୍ରର ପୁନେ ସହରରେ ଉପଲବ୍ଧ ହୋଇଛି ଯାହାଦ୍ୱାରା ପୁନେବାସୀ ୧ ଜିବିପିଏସ୍‌ରୁ ଅଧିକ ପର୍ଯ୍ୟନ୍ତର ସ୍ପିଡ୍ ସହ ଅସୀମିତ ୫ଜି ଡାଟାକୁ ଉପଭୋଗ କରିପାରିବେ।

ଯେତେବେଳେ କୌଣସିି ସହରର ଏକ ବୃହତର ଅଂଶରେ ଷ୍ଟାଣ୍ଡ୍‌ଏଲୋନ୍ ଟ୍ରୁ-୫ଜି ନେଟ୍‌ୱର୍କ ପ୍ରସ୍ତୁତ ହୋଇଯାଏ, ତା’ପରେ ଜିଓ ପକ୍ଷରୁ ଟ୍ରୁ-୫ଜି ନେଟ୍‌ୱର୍କର ବିଟା ପରୀକ୍ଷଣ ଆରମ୍ଭ କରାଯାଇଥାଏ। ଏହା ଦ୍ୱାରା ଜିଓ ଗ୍ରାହକମାନେ ସବୁଠୁ ଉନ୍ନତ ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଉତମ କଭରେଜ୍ ଏବଂ ଅନୁଭୁତି ପାଇପାରୁଛନ୍ତି।

ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “୧୨ଟି ସହରରେ ଜିଓ ଟ୍ରୁ-୫ଜିର ଶୁଭାରମ୍ଭ ପରେ ଜିଓ ଗ୍ରାହକମାନଙ୍କ ଏକ ବଡ଼ ସଂଖ୍ୟା ଜିଓ ୱେଲକମ୍ ଅଫରରେ ସାମିଲ ହୋଇଛନ୍ତି। ଫଳରେ ଗ୍ରାହକମାନଙ୍କ ଅନୁଭୂତି ଓ ସେବା ମତାମତ ଆଧାରରେ ଦୁନିଆର ଯେକୌଣସି ସ୍ଥାନର ସବୁଠୁ ଉନ୍ନତ ୫ଜି ନେଟୱର୍କ ସୃଷ୍ଟି କରିବାରେ ଏହା ଜିଓ ପାଇଁ ସହାୟକ ହୋଇପାରିଛି।’’

ଆଶାନୁସାରେ, ଜିଓର ୪ଜି ନେଟ୍‌ୱର୍କରେ ବ୍ୟବହାର ହେଉଥିବା ଡାଟା ତୁଳନାରେ ଜିଓର ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟାର ବ୍ୟବହାର ବହୁ ଗୁଣା ଅଧିକ ରହିଛି। ସବୁଠୁ ଉଲ୍ଲେଖନୀୟ ବିଷୟ ହେଉଛି ୫୦୦ ଏମ୍‌ବିପିଏସ୍‌ରୁ ୧ ଜିବିପିଏସ୍ ଭଳି ହାଇ ସ୍ପିଡ୍ ଏବଂ ଅତ୍ୟନ୍ତ ଲୋ ଲାଟେନ୍ସିରେ ଡାଟା ଅନୁଭୂତି ପ୍ରଦାନ କରାଯାଉଛି। କେବଳ ଟ୍ରୁ-୫ଜି ନେଟ୍‌ୱର୍କରେ ଯାହା ସମ୍ଭବ ସେଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଉଛି।’’

ପୁନେରେ ବହୁ ସଂଖ୍ୟକ ଛାତ୍ରଛାତ୍ରୀ ରହୁଛନ୍ତି ଏବଂ ଏହା ଅଗ୍ରଣୀ ଆଇଟି ହବ୍ ଭାବେ ପରିଚିତ ତଥା ଏହା ହେଉଛି ଭାରତର ଅନ୍ୟତମ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଟୋମୋବାଇଲ୍ ଓ ମାନୁଫାକ୍‌ଚରିଂ ହବ୍। ପୁନେବାସୀଙ୍କ ପାଇଁ ଜିଓ ଟ୍ରୁ-୫ଜି ବାସ୍ତବରେ ପରିବର୍ତନକାରୀ ସାବ୍ୟସ୍ତ ହେବ।

ନଭେମ୍ବର ୨୩ ତାରିଖରୁ ପୁନେରେ ଥିବା ଜିଓର ଗ୍ରାହକମାନଙ୍କୁ ଜିଓ ୱେଲକମ୍ ଅଫର ପାଇଁ ଆମନ୍ତ୍ରଣ କରାଯିବ ଯେଉଁଥିରେ ବିନା କୌଣସିି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ପର୍ଯ୍ୟନ୍ତର ଅସୀମିତ ଡାଟା ଅନୁଭୂତି ମିଳିପାରିବ।

ଜିଓ ଟ୍ରୁ-୫ଜି ପୁନେ
Share. Facebook Twitter LinkedIn Email WhatsApp Copy Link

Related Posts

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026
Latest News

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.