Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିଲାଏନ୍ସ ଜିଓକୁ ସମ୍ମାନଜନକ “ଟେଲିକମ୍ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’ ପୁରସ୍କାର
ଆଜିର ଖବର

ରିଲାଏନ୍ସ ଜିଓକୁ ସମ୍ମାନଜନକ “ଟେଲିକମ୍ କ୍ଷେତ୍ରରେ ଇଏସ୍‌ଜି ପ୍ରଦର୍ଶନ’ ପୁରସ୍କାର

November 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁମ୍ବାଇରେ ଟ୍ରାନ୍ସଫରମାନ୍ସ ଫୋରମ୍‌ସ ପକ୍ଷରୁ ଆୟୋଜିତ ଦ୍ୱିତୀୟ ଇଏସ୍‌ଜି ସମିଟ୍ ଆଣ୍ଡ୍ ଆୱାର୍ଡସ୍ କାର୍ଯ୍ୟକ୍ରମରେ ଟେଲିକମ୍ କ୍ଷେତ୍ରରେ ପରିବେଶ, ସାମାଜିକ ଓ ଗଭର୍ଣ୍ଣାସ (ଇଏସ୍‌ଜି)ରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ରିଲାଏନ୍ସ ଜିଓ ପୁରସ୍କାର ହାସଲ କରିଛି।

ଜୀବାଶ୍ମ ଇନ୍ଧନ ବଳଦରେ ଅକ୍ଷୟ ଶକ୍ତିକୁ ଗ୍ରହଣ କରିବା, ୫ଜି ପ୍ରଯୁକ୍ତି ଷ୍ଟାକ୍‌ର ସ୍ୱଦେଶୀ ବିକାଶ ଏବଂ କୃଷି, ସ୍ୱାସ୍ଥ୍ୟସେବା ଓ ଶିକ୍ଷା କ୍ଷେତ୍ରରେ ୫ଜି ବ୍ୟବହାରର ପ୍ରଦର୍ଶନ ଜରିଆରେ ଜଳବାୟୁ ପରିବର୍ତନର ମୁକାବିଲା ଦିଗରେ ଜିଓର ଉଦ୍ୟମକୁ ସ୍ୱୀକୃତି ପ୍ରଦାନ କରାଯାଇଛି। ସୁଲଭ ଡିଭାଇସ୍‌ର ବିକାଶ ଜରିଆରେ ଡିଜିଟାଲ୍ ଅନ୍ତର୍ଭୁକ୍ତୀକରଣକୁ ଜିଓ ଆଗକୁ ବଢ଼ାଉଛି, ଯାହା ଜରିଆରେ ୧୦୦ ନିୟୁତରୁ ଅଧିକ ବଂଚିତ ବ୍ୟବହାରକାରୀ ଡିଜିଟାଲ୍ ସେବା ବ୍ୟବହାର କରିପାରୁଛନ୍ତି।

ଜଳବାୟୁ ପରିବର୍ତନ ମୁକାବିଲାର ଅଂଶ ସ୍ୱରୂପ, ଜିଓ ପକ୍ଷରୁ ସାରା ଭାରତରେ ଏହାର ୧୬,୦୦୦ରୁ ଅଧିକ ସାଇଟ୍‌ରେ ୧୪୪ ମେଗାୱାଟ୍‌ରୁ ଅଧିକ ସୌର ଶକ୍ତି ସ୍ଥାପନ କରାଯାଇଛି। ଅକ୍ଷୟ ଶକ୍ତି କ୍ଷେତ୍ରରେ ଏହି ଉଦ୍ୟମ ୨୦୩୫ ସୁଦ୍ଧା ନେଟ୍ ଜିରୋ ନିର୍ଗମନ ଲକ୍ଷ୍ୟ ଦିଗରେ ଜିଓ ଏବଂ ରିଲାଏନ୍ସ ଗ୍ରୁପ୍‌ର ପ୍ରତିବଦ୍ଧତା ପୂରଣ କରିବାରେ ସହାୟକ ହେବ। ପ୍ୟାରିସ ଚୁକ୍ତିନାମାରେ ଧାର୍ଯ୍ୟ କରାଯାଇଥିବା ୧.୫ଂ ସେଲସିଅସ୍ ଲକ୍ଷ୍ୟ ଅନୁସାରେ ଏହି ନିର୍ଗମନ ହ୍ରାସ ଲକ୍ଷ୍ୟକୁ ବିଜ୍ଞାନ ଭିତିକ ଲକ୍ଷ୍ୟ ଅଭିଯାନ (ଏସ୍‌ବିଟିଆଇ) ଦ୍ୱାରା ସ୍ୱୀକୃତି ପ୍ରଦାନ କରାଯାଇଛି। ଚଳିତ ବର୍ଷ କାର୍ବନ ଡିସ୍‌କ୍ଲୋଜର ପ୍ରୋଜେକ୍ଟ (ସିଡିପି) ତରଫରୁ ଜିଓ ଏହାର ଜଳବାୟୁ ସଂରକ୍ଷଣ ଉଦ୍ୟମ ଲାଗି ଏକ ଲିଡରସିପ୍ ରେଟିଂ (ଏ-) ହାସଲ କରିଛି। ଭାରତରେ କୌଣସି ଟେଲିକମ୍ କ୍ଷେତ୍ରର କଂପାନିକୁ ପ୍ରଦାନ କରାଯାଇଥିବା ଏହା ହେଉଛି ସର୍ବୋଚ୍ଚ ରେଟିଂ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026

ଆଚାର୍ଯ୍ୟ ବିଶ୍ୱରଞ୍ଜନ ହେଲେ ଓୟୁଜେ ରାଜ୍ୟ ସମ୍ପାଦକ

January 12, 2026

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026
Latest News

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026

ଆଚାର୍ଯ୍ୟ ବିଶ୍ୱରଞ୍ଜନ ହେଲେ ଓୟୁଜେ ରାଜ୍ୟ ସମ୍ପାଦକ

January 12, 2026

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.