Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ବର୍ଷ ପାଇଁ ୪୫୦୦ ମେଗାୱାଟ ବିଦ୍ୟୁତ୍ କ୍ରୟ ପାଇଁ ଯୋଜନା ଆରମ୍ଭ କରିଛି ଶକ୍ତି ମନ୍ତ୍ରଣାଳୟ
ଆଜିର ଖବର

ପାଞ୍ଚ ବର୍ଷ ପାଇଁ ୪୫୦୦ ମେଗାୱାଟ ବିଦ୍ୟୁତ୍ କ୍ରୟ ପାଇଁ ଯୋଜନା ଆରମ୍ଭ କରିଛି ଶକ୍ତି ମନ୍ତ୍ରଣାଳୟ

November 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶକ୍ତି ମନ୍ତ୍ରଣାଳୟ ଶକ୍ତି ନୀତିର ଅନୁଚ୍ଛେଦ ଖ(ଙ) ଅନୁସାରେ ପାଞ୍ଚ ବର୍ଷ  ପାଇଁ ପ୍ରତିଯୋଗିତାମୂଳକ ଭିତ୍ତିରେ କିମ୍ବା ଅର୍ଥ, ମାଲିକାନା ଏବଂ କାର୍ଯ୍ୟ (ଏଫ୍‌ଓଓ) ଆଧାରରେ ସମୁଦାୟ ୪୫୦୦ ମେଗାୱାଟର ବିଦ୍ୟୁତ୍ କ୍ରୟ ପାଇଁ ଏକ ଯୋଜନା ଆରମ୍ଭ କରିଛି।

ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ପିଏଫ୍‌ସି କନ୍‌ସଲ୍ଟିଂ ଲିମିଟେଡ୍ (ପିଏଫ୍‌ସି ଲିମିଟେଡ୍‌ର ଏକ ସମ୍ପୂର୍ଣ୍ଣ ମାଲିକାନା ରହିଥିବା ସହାୟକ କମ୍ପାନୀ) ନୋଡାଲ୍ ଏଜେନ୍ସି ଭାବରେ ନିଯୁକ୍ତ ହୋଇଛି। ଏହି ଯୋଜନା ଅଧୀନରେ, ପିଏଫ୍‌ସି କନ୍‌ସଲ୍ଟିଂ ଲିମିଟେଡ୍ ୪୫୦୦ ମେଗାୱାଟ ଯୋଗାଣ ପାଇଁ ବିଡ୍ ଆମନ୍ତ୍ରଣ କରିଛି। ଏପ୍ରିଲ୍ ୨୦୨୩ ରୁ ବିଦ୍ୟୁତ୍ ଯୋଗାଣ ଆରମ୍ଭ ହେବ। ଏଥିପାଇଁ ପ୍ରାୟ ୨୭ ଏମ୍‌ଟିପିଏ ଆବଣ୍ଟନ କରିବାକୁ କୋଇଲା ମନ୍ତ୍ରଣାଳୟକୁ ଅନୁରୋଧ କରାଯାଇଛି।

ଏହି ଯୋଜନା ପାଇଁ ଆଗ୍ରହ ଦେଖାଇଥିବା ସଂସ୍ଥାଗୁଡିକ ହେଉଛନ୍ତି, ଗୁଜୁରାଟ ଉର୍ଜା ବିକାଶ ନିଗମ ଲିମିଟେଡ୍‌, ମହାରାଷ୍ଟ୍ର ରାଜ୍ୟ ବିଦ୍ୟୁତ୍ ବିତରଣ କମ୍ପାନୀ ଲିମିଟେଡ୍‌, ମଧ୍ୟ ପ୍ରଦେଶ ପାୱାର୍ ମ୍ୟାନେଜମେଣ୍ଟ କମ୍ପାନୀ ଲିମିଟେଡ୍‌, ନୂଆଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ୍ ଏବଂ ତାମିଲନାଡୁ ଜେନେରେସନ୍ ଏବଂ ଡିଷ୍ଟ୍ରିବ୍ୟୁସନ୍ କର୍ପୋରେସନ୍ ଲିମିଟେଡ୍। ବିଡ୍ ଜମା କରିବାର ଅନ୍ତିମ ତାରିଖ ହେଉଛି ୨୧ ଡିସେମ୍ବର ୨୦୨୨।

ପ୍ରଥମ ଥର ପାଇଁ ଶକ୍ତି ନୀତିର ଅନୁଚ୍ଛେଦ ଖ(ଙ) ଅଧୀନରେ ବିଡିଂ ଚାଲିଛି। ଏହା ସହିତ ଏହି ବିଡିଂରେ ମଧ୍ୟମ ଅବଧି ପାଇଁ ସଂଶୋଧିତ ପିପିଏ ମଧ୍ୟ ବ୍ୟବହୃତ ହେଉଛି।

ଏହି ଯୋଜନା ବିଦ୍ୟୁତ୍ ଅଭାବର ସମ୍ମୁଖୀନ ହେଉଥିବା ରାଜ୍ୟ ଗୁଡିକୁ ସାହାଯ୍ୟ କରିବ ଏବଂ ଉତ୍ପାଦନ ୟୁନିଟ୍ ଗୁଡିକୁ ନିଜର କ୍ଷମତା ବୃଦ୍ଧି କରିବାରେ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି।

ଶକ୍ତି ମନ୍ତ୍ରଣାଳୟ ୨୫ ଅକ୍ଟୋବର ୨୦୨୨ ରେ ଶକ୍ତି ନୀତିର ଅନୁଚ୍ଛେଦ ଖ(ଙ) ଅଧୀନରେ ଅର୍ଥ, ମାଲିକାନା ଏବଂ କାର୍ଯ୍ୟ (ଏଫ୍‌ଓଓ) ଆଧାରରେ ଶକ୍ତି କ୍ରୟ ପାଇଁ ନିର୍ଦ୍ଦେଶାବଳୀକୁ ସୂଚିତ କରିଥିଲେ। ଶକ୍ତି ନୀତିର ଅନୁଚ୍ଛେଦ ଖ(ଙ) ବ୍ୟବସ୍ଥାଗୁଡିକ ଅନୁସାରେ କୋଇଲା ଆବଣ୍ଟନର କାର୍ଯ୍ୟପ୍ରଣାଳୀ ୧୧ ମଇ ୨୦୨୨ ରେ ଜାରି କରାଯାଇଥିଲା।

ଶକ୍ତି ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026
Latest News

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.