Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହେଲା ମେକ ଇନ ଓଡିଶା କନକ୍ଲେଭ
ଅନ୍ତରାଷ୍ଟ୍ରୀୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହେଲା ମେକ ଇନ ଓଡିଶା କନକ୍ଲେଭ

November 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Inauguration of MIO22
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହେଲା ମେକ ଇନ ଓଡିଶା କନକ୍ଲେଭ

ଭୁବନେଶ୍ବର: ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେକ ଇନ ଓଡିଶା କନକ୍ଲେଭକୁ ଉଦଘାଟିତ କରିଛନ୍ତି। ଭୁବନେଶ୍ବରର ଜନତା ମଇଦାନରେ ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ, କଟକ ଭୁବନେଶ୍ବର ମେୟର, ମୁଖ୍ୟଶାସନ ସଚିବ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରି ଓଡିଶା ବର୍ତ୍ତମାନ ଦେଶର ନିବେଶ ପାଇଁ ଏହି ପ୍ରମୁଖ ରାଜ୍ୟରେ ପରିଗଣତି ହୋଇପାରିଛି। ଏହି ସମ୍ମିଳନୀକୁ ସଫଳ କରିବା ପାଇଁ ଫିକି ର ସହଯୋଗ ପାଇଁ ସେ ଧନ୍ୟବାଦ ଦେଇଥିଲେ। ଏଥିସହିତ ଫିକି ର ମହିଳା ଶାଖା ରାଜ୍ୟରେ ଚାଲିଥିବା ମିସନ ଶକ୍ତିରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।

ସେହିପରି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ଦେଶବିଦେଶରୁ ପ୍ରାୟ  ଏଗାର ହଜାରର ଅଧିକ ପଞ୍ଜିକରଣ ହୋଇଛି। ଏହି ପାଞ୍ଚ ଦିନିଆ ସମ୍ମିଳନୀରେ 38ଟି ଶିଳ୍ପ ନିବେଶ ଉପରେ ଆଲୋଚନା ଚକ୍ର କରାଯାଇଛି। ସେହିପରି ଏଥିରେ 124 ଜଣ ବିଶେଷଜ୍ଞ ଯୋଗ ଦେଇ ସେମାନଙ୍କର ମତ ରଖିବେ।

ସେହିପରି ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ମଧ୍ୟ ଏହି ସମ୍ମଳନୀକୁ ନେଇ ବେଶ ଉତ୍ସାହିତ ଅଛନ୍ତି। ଏହା ହେଉଛି 3ୟ ମେକ ଇନ ଓଡିଶା। ପୂର୍ବ ଦୁଇଟି ପରି ଏହି ସମ୍ମିଳନୀରେ ବେଶ ଅଧିକ ପୁଂଜି ଆସିପାରିବ ବୋଲି ସେ ଆଶା କରିଛନ୍ତି। ସେ କହିଛନ୍ତି ଯେ, ଏଥିରେ 130ରୁ ଅଧିକ ବୃହତ ତଥା ମଧ୍ୟମ ଧରଣର ଶିଳ୍ପପତି ଯୋଗ ଦେବେ।

ଭୁବନେଶ୍ବର ଜନତା ମଇଦାନରେ ଏହି ସମ୍ମଳନୀ ନଭେମ୍ବର ୩୦ ତାରିଖରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ।

make in odisha conclave ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.