Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ୱାନ୍‌ପ୍ଲସ୍ ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କୁ ଜିଓ ଦେଉଛି ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଅଫର
ଜାତୀୟ ଖବର

ୱାନ୍‌ପ୍ଲସ୍ ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କୁ ଜିଓ ଦେଉଛି ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଅଫର

December 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Reliance Jio
ୱାନ୍‌ପ୍ଲସ୍ ସ୍ମାର୍ଟଫୋନ୍ ବ୍ୟବହାରକାରୀଙ୍କୁ ଜିଓ ଦେଉଛି ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଅଫର

ଭୁବନେଶ୍ୱର: ୫ଜି ଷ୍ଟାଣ୍ଡ୍‌-ଏଲୋନ୍ ପ୍ରଯୁକ୍ତି ପାଇଁ ରିଲାଏନ୍ସ ଜିଓ ଏବଂ ସ୍ମାର୍ଟଫୋନ୍ ନିର୍ମାତା ୱାନ୍‌ପ୍ଲସ୍ ପରସ୍ପର ସହ ହାତ ମିଳାଇଛନ୍ତି। ନିକଟରେ ଉନ୍ମୋଚିତ ହୋଇଥିବା ୱାନ୍‌ପ୍ଲସ୍‌ର ୱାନ୍‌ପ୍ଲସ୍ ୧୦ ସିରିଜ୍ ସ୍ମାର୍ଟଫୋନ୍ ସମେତ ୱାନପ୍ଲସ୍ ୯ଆର୍‌, ୱାନ୍‌ପ୍ଲସ୍ ୮, ନର୍ଡ, ନର୍ଡ ୨ଟି, ନର୍ଡ୨, ନର୍ଡ ସିଇ, ନର୍ଡ ସିଇ୨ ଏବଂ ନର୍ଡ ସିଇ୨ ଲାଇଟ୍ ବ୍ୟବହାରକାରୀମାନେ ଜିଓର ୫ଜି ଷ୍ଟାଣ୍ଡ୍‌-ଏଲୋନ୍ ପ୍ରଯୁକ୍ତିକୁ ବ୍ୟବହାର କରିପାରିବେ। ସେହିଭଳି ଖୁବ୍‌ଶୀଘ୍ର ୱାନ୍‌ପ୍ଲସ୍ ୯ ପ୍ରୋ, ୱାନ୍‌ପ୍ଲସ ୯ ଏବଂ ୱାନ୍‌ପ୍ଲସ ୯ଆର୍‌ଟି ମଧ୍ୟ ଜିଓର ଟ୍ରୁ-୫ଜି ନେଟ୍‌ୱର୍କକୁ ସପୋର୍ଟ କରିବ।

ଜିଓ ପକ୍ଷରୁ ୱାନ୍‌ପ୍ଲସ୍‌ର ବ୍ୟବହାରକାରୀମାନଙ୍କ ଲାଗି ଏକ ସ୍ୱତନ୍ତ୍ର “ୱାନ୍‌ପ୍ଲସ୍ ଆନିଭର୍ସରି ଅଫର’ର ଶୁଭାରମ୍ଭ କରାଯାଇଛି। ଏହି ଅଫରରେ ଗ୍ରାହକମାନଙ୍କୁ ୧୦,୮୦୦ ଟଙ୍କା ପର‌୍ୟ୍ୟନ୍ତ କ୍ୟାସ୍‌ବ୍ୟାକ୍ ମିଳିବ। ଏହି ଅଫର ଡିସେମ୍ବର ୧୩ରୁ ୧୮ ପର୍ଯ୍ୟନ୍ତ ବୈଧ ରହିବ। ପ୍ରଥମ ୧୦୦୦ ଜଣ ଗ୍ରାହକଙ୍କୁ ୧୪୯୯ ଟଙ୍କାର ରେଡ୍ କେବଲ୍ କେୟାର ପ୍ଲାନ୍ ଏବଂ ୩୯୯ ଟଙ୍କାର ଜିଓ ସାୱନ ପ୍ରୋ ପ୍ଲାନ୍‌ର ଲାଭ ମଧ୍ୟ ମିଳିବ।

ଏହି ଅବସରରେ ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ୍‌ର ଅଧ୍ୟକ୍ଷ ସୁନିଲ ଦତ୍ତ କହିଛନ୍ତି ଯେ, “ଭାରତରେ ୫ଜି ଡିଭାଇସ୍‌ର ଇକୋସିଷ୍ଟମ୍‌କୁ ସୁଦୃଢ଼ କରିବା ଲାଗି ୱାନ୍‌ପ୍ଲସ୍ ଆମ ସହିତ ମିଶି କାର‌୍ୟ୍ୟ କରିଛି। ୫ଜି ସ୍ମାର୍ଟଫୋନ୍‌ର ବାସ୍ତବିକ ଶକ୍ତି କେବଳ ଜିଓର ଟ୍ରୁ-୫ଜି ନେଟ୍‌ୱର୍କ ଦ୍ୱାରା ହାସଲ କରାଯାଇପାରିବ। ଜିଓ ଏହାର ୫ଜି ନେଟ୍‌ୱର୍କକୁ ଷ୍ଟାଣ୍ଡ୍‌-ଏଲୋନ୍ ୫ଜି ନେଟ୍‌ୱର୍କ ଭାବେ ପ୍ରସ୍ତୁତ କରିଛି। ୱାନପ୍ଲସ୍‌ର ଡିଭାଇସ୍ ବ୍ୟବହାର କରୁଥିବା ସମସ୍ତ ଗ୍ରାହକ ଏହି କ୍ଷେତ୍ରରେ ଜିଓ ୱେଲକମ୍ ଅଫର ଅଧୀନରେ ଅସୀମିତ ୫ଜି ଇଟଂରନେଟ୍‌କୁ ବ୍ୟବହାର କରିପାରିବେ।’’

ୱାନ୍‌ପ୍ଲସ୍ ଇଣ୍ଡିଆର ସିଇଓ ନବନୀତ ନାକ୍‌ରା କହିଛନ୍ତି ଯେ, “ଭାରତରେ ୱାନପ୍ଲସ୍ ବ୍ୟବହାରକାରୀମାନଙ୍କ ଲାଗି ୫ଜି ପ୍ରଯୁକ୍ତି ଆଣିବା ପାଇଁ ଜିଓ ଟିମ୍ ସହିତ ସହଯୋଗିତ୍‌ା ସ୍ଥାପନ କରିଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ। ୫ଜି ପ୍ରଯୁକ୍ତିକୁ ବ୍ୟବହାର କରି ଗ୍ରାହକମାନେ ନିରବଚ୍ଛିନ୍ନ ଏବଂ ହାଇ ସ୍ପିଡ୍ ଇଟଂରନେଟ୍‌ର ଅନୁଭୂତି ଏବଂ ଖୁସି ହାସଲ କରିପାରିବେ।’’

ଭାରତୀୟ ଗ୍ରାହକମାନଙ୍କ ପାଇଁ ୫ଜି ପ୍ରଯୁକ୍ତିକୁ ଆହୁରି ଅଧିକ ସୁଲଭ କରିବା ଲାଗି ଜିଓ ଏବଂ ୱାନପ୍ଲସ୍‌ର ଟିମ୍ ସକ୍ରିୟ ଭାବେ ବ୍ୟାକ୍‌ଏଣ୍ଡ୍ ଉପରେ ମିଳିତ ଭାବେ କାର‌୍ୟ୍ୟ କରୁଛନ୍ତି ଏବଂ ଉତ୍ପାଦ ପୋର୍ଟଫୋଲିଓରେ ନିଜ ୫ଜି ପ୍ରଯୁକ୍ତି ଭିତିକ ସେବାକୁ ସମ୍ପ୍ରସାରିତ କରିବା ଉପରେ କାର‌୍ୟ୍ୟ କରୁଛନ୍ତି।

5g 5G  ଅଲଟ୍ରା-ହାଇ ସ୍ପିଡ୍ Reliance JIO
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଖୋର୍ଦ୍ଧା ରୋଡ୍ ଡିଭିଜନର ନୟାଗଡ – ଜଖପୁରା ସେକ୍ସନର ନୀରିକ୍ଷଣ

February 21, 2026

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.