Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଓଡିଶାରେ ଆରମ୍ଭ ହେବ 5ଜି ସେବା, କେନ୍ଦ୍ରମନ୍ତ୍ରୀ ବୈଷ୍ଣବ କରିବେ ଶୁଭାରମ୍ଭ
ଆଜିର ଖବର

ଆସନ୍ତାକାଲି ଓଡିଶାରେ ଆରମ୍ଭ ହେବ 5ଜି ସେବା, କେନ୍ଦ୍ରମନ୍ତ୍ରୀ ବୈଷ୍ଣବ କରିବେ ଶୁଭାରମ୍ଭ

January 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
5GService

ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପାଇଁ ଏକ ଖୁସିର ଖବର। କାରଣ ଆସନ୍ତାକାଲି ଓଡିଶାର ଆରମ୍ଭ ହେବ 5ଜି ସେବା। ଏହି 5ଜି ହେଉଛି ମୋବାଇଲ ସେବାର ସବୁଠାରୁ ହାଇସ୍ପିଡ ସେବା। ଏହାକୁ କେନ୍ଦ୍ର ରେଳ ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ବନୀ ବୈଷ୍ଣବ ଏହାର ଉଦଘାଟନ କରିବେ। ଦେଶରେ ବିଭିନ୍ନ ସ୍ଥାନରେ ଏହି ସେବା ଆରମ୍ଭ ହୋଇଥିବା ବେଳେ ଓଡିଶାରେ ଆରମ୍ଭ ହୋଇ ନ ଥିଲା।

ଏହି ଉତ୍ସବ ପାଇଁ ଭୁବନେଶ୍ବରର ସୋଆ ପ୍ରେକ୍ଷାଳୟରେ ଆୟୋଜନ କରାଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ଅଶ୍ବନୀ ବୈଷ୍ଣବଙ୍କ ସହିତ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଯୋଗ ଦେବେ। ଆସନ୍ତାକାଲି ଦିନ 9 ଟା 30 ରେ ଏହି ଉଦଘାଟନର ସମୟ ରଖାଯାଇଛି।

5g ୫ଜି କେନ୍ଦ୍ରମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଅଶ୍ବନୀ ବୈଷ୍ଣବ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.