Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଲକୋ ଏମ୍ପ୍ଲଇଜ୍ ସେଣ୍ଟ୍ରାଲ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ
ଆଜିର ଖବର

ନାଲକୋ ଏମ୍ପ୍ଲଇଜ୍ ସେଣ୍ଟ୍ରାଲ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

January 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଲକୋ ଏମ୍ପ୍ଲଇଜ୍ ସେଣ୍ଟ୍ରାଲ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

ଭୁବନେଶ୍ଵର : ଭାରତ ସରକାରଙ୍କ ନବରତ୍ନ କମ୍ପାନୀ ନାଲକୋ କର୍ପୋରେଟ୍ ଅଫିସ, ଭୁବନେଶ୍ବରଠାରେ ଥିବା ନାଲକୋ ଏମ୍ପ୍ଲଇଜ ସେଣ୍ଟ୍ରାଲ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ କରାଯାଇଅଛି ।

ପୂର୍ଵତ୍ତନ ସମ୍ପାଦକ ଶ୍ରୀ ବିଶ୍ବକଲ୍ୟାଣ ମିଶ୍ର ପଦୋନ୍ନତି ପାଇ ଏସ୍.ଏଣ୍ଡ.ପି. ରେ ସ୍ଥାପିତ ହୋଇଥିବାରୁ କର୍ପୋରେଟ ସିଷ୍ଟମ ଡିପାର୍ଟମେଂଟର ଶ୍ରୀ ବୈକୁଣ୍ଠ ପ୍ରସାଦ ଦାସ ଙ୍କୁ ସାଧାରଣ ସମ୍ପାଦକ ଭାବେ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଅଛି ।

ଶ୍ରୀ ଅଶୋକ କୁମାର ଦାସଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଡକାଯାଇ କାର୍ମଚାରି ମାନଙ୍କ ସୁବିଧା-ଅସୁବିଧା ଏବଂ ସଙ୍ଗଠନର ଆଗାମୀ କାର‌୍ୟ୍ୟକ୍ରମ ସମ୍ବନ୍ଧରେ ସବିଶେଷ ଆଲୋଚନା କରାଯାଇଅଛି । ସଙ୍ଗଠନର କାର‌୍ୟ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିବା ନିମନ୍ତେ ସର୍ବସମ୍ମତିକ୍ରମେ ନୂତନ କର୍ମକର୍ତ୍ତା ଚୟନ କରାଯାଇଅଛି ।

ସାଧାରଣ ସମ୍ପାଦକ ଶ୍ରୀ ଦାସଙ୍କ ସହିତ ସର୍ବଶ୍ରୀ ଅଶୋକ କୁମାର ଦାସ, କାର‌୍ୟ୍ୟକାରୀ ସଭାପତି; ଦେବଦତ୍ତ ପଣ୍ଡା, ଉପ ସଭାପତି; ସୁଶୀଲ ନାୟକ, ସହ-ସମ୍ପାାଦକ, ଅସିତ କାମିଲା କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି।

ବିଦାୟୀ ସମ୍ପାଦକ ଶ୍ରୀ ମିଶ୍ରଙ୍କ ୟୁନିଅନ ପ୍ରତି ଥିବା ଅବଦାନ ବିଷୟରେ ସଭ୍ୟ ସଭ୍ୟାମାନେ ସବିଶେଷ ଆଲୋଚନା କରି ତାଙ୍କର ଉତ୍ତରୋତ୍ତର ଉନ୍ନତ୍ତି କାମନା କରିଥିଲେ। ନୂତନ କର୍ମକର୍ତ୍ତା ମାନଙ୍କୁ ସ୍ବାଗତ କରିବା ସହ ସମସ୍ତଙ୍କର ସହଯୋଗ କାମନା କରି ସଭା ସାଙ୍ଗ କରାଯାଇଥିଲା।

ନାଲକୋ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Latest News

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026

ଆଇନ୍ ଛାତ୍ରଛାତ୍ରୀ ନ୍ୟାୟ ବ୍ୟବସ୍ଥାକୁ ବଜାୟ ରଖିବା ନିମନ୍ତେ ଦୃଢ଼ପ୍ରତିଜ୍ଞ ହେବା ଆବଶ୍ୟକ: ଜଷ୍ଟିସ୍ ରମଣ

March 23, 2026

ବିରିରେ ରହିଛି ଅନେକ ଉପକାରିତା: ମାଗଣା ସ୍ଵାସ୍ଥ୍ୟ ଶିବିରରେ ବର୍ଣ୍ଣନା କଲେ ଡାକ୍ତର

March 23, 2026

‘ଯଦି ସତ ହୁଏ, ତେବେ ମୁଁ….’: ରାଘବ ଚଢାଙ୍କ ବିଜେପି ରେ ଯୋଗଦେବା ପ୍ରସଙ୍ଗରେ କହିଲେ AAP ସାଂସଦ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.