Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ
ଆଜିର ଖବର

କେସିଙ୍ଗାରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

January 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭବାନୀପାଟଣା/ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର କେସିଙ୍ଗା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

କେସିଙ୍ଗା ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। କେସିଙ୍ଗା ସହର ତଥା ନିକଟବର୍ତ୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

କେସିଙ୍ଗା ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୪୩୦୦ ବର୍ଗଫୁଟ ଅଂଚଳରେ ପରିବ୍ୟାପ୍ତ। ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି କେସିଙ୍ଗା ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

କେସିଙ୍ଗା ଟ୍ରେଣ୍ଡ୍‌ସ ଫ୍ୟାସନ ଡେଷ୍ଟିନେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Latest News

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026

ମୃତ୍ୟୁ ପରେ ମଧ୍ୟ ଜୀବନ ବଞ୍ଚାଇ ଉଦାହରଣ ସୃଷ୍ଟି କଲେ ମହିଳା ଡାକ୍ତର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.