Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Budget Breaking: ବଢିଲା ଇନକମ୍ ଟ୍ୟାକ୍ସ ସ୍ଲାବ, ଘୋଷଣା କଲେ ଅର୍ଥମନ୍ତ୍ରୀ
ଆଜିର ଖବର

Budget Breaking: ବଢିଲା ଇନକମ୍ ଟ୍ୟାକ୍ସ ସ୍ଲାବ, ଘୋଷଣା କଲେ ଅର୍ଥମନ୍ତ୍ରୀ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Budget Breaking: ବଢିଲା ଇନକମ୍ ଟ୍ୟାକ୍ସ ସ୍ଲାବ, ଘୋଷଣା କଲେ ଅର୍ଥମନ୍ତ୍ରୀ

Budget Breaking: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବର୍ଗର ଇନକମ ଟ୍ୟାକ୍ସ ସ୍ଲାବକୁ ବୃଦ୍ଧି କରିଛନ୍ତି। ଯାହାକୁ ସମସ୍ତଙ୍କର ଅପେକ୍ଷା ରହିଥିଲା। ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଚଳିତ ବଜେଟରେ ଆୟକର ସ୍ଲାବ ସୀମା ୫ ଲକ୍ଷ ଟଙ୍କାରୁ ୭ ଲକ୍ଷକୁ ବୃଦ୍ଧି କରିଛନ୍ତି। ଅର୍ଥାତ ଏଣିକି ସାତ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବାର୍ଷିକ ଆୟରେ କୌଣସି ଆୟକର ଦେବାକୁ ପଡିବ ନାହିଁ।

ଅର୍ଥମନ୍ତ୍ରୀ ନୂଆ ଆୟକର ସ୍ଲାବ ପ୍ଲାନକୁ ମଧ୍ୟ ଘୋଷଣା କରିଛନ୍ତି । ୩ ଲକ୍ଷ ପର୍ଯ୍ୟନ୍ତ ବାର୍ଷିକ ଆୟ ପାଇଁ ଆୟକର ଶୂନ । ୩ରୁ ୬ ଲକ୍ଷ ଆୟ ପାଇଁ ଆୟକର ୫ ପ୍ରତିଶତ । ୬ରୁ ୯ ଲକ୍ଷ ଆୟ ପାଇଁ ଆୟକର ୧୦ ପ୍ରତିଶତ । ୯ରୁ ୧୨ ଲକ୍ଷ ପାଇଁ ଆୟକର ୧୫ ପ୍ରତିଶତ । ୧୨ରୁ ୧୫ ଲକ୍ଷ ଆୟ ପାଇଁ ଆୟକର ୨୦ ପ୍ରତିଶତ । ୧୫ ଲକ୍ଷରୁ ଅଧିକ ଆୟ ପାଇଁ ଆୟକର ୩୦ ପ୍ରତିଶତ ଘୋଷଣା କରିଛନ୍ତି ।

budget Income Tax ଇନକମ ଟ୍ୟାକ୍ସ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Latest News

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.