Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ୟାକ୍ସ ସ୍ଲାବରେ ବଡ ପରିବର୍ତ୍ତନ: ୭ ଲକ୍ଷ ଆୟ ଉପରେ କୌଣସି ଟିକସ ନାହିଁ
ଆଜିର ଖବର

ଟ୍ୟାକ୍ସ ସ୍ଲାବରେ ବଡ ପରିବର୍ତ୍ତନ: ୭ ଲକ୍ଷ ଆୟ ଉପରେ କୌଣସି ଟିକସ ନାହିଁ

February 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟିକସଦାତାଙ୍କ ପାଇଁ ବଡ ଆଶ୍ଵସ୍ତି ଘୋଷଣା କରାଯାଇଛି। ବର୍ତ୍ତମାନ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ କୌଣସି ଟିକସ ଦେବାକୁ ପଡିବ ନାହିଁ, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ଟଙ୍କା ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନୂତନ ଟିକସ ବ୍ୟବସ୍ଥାରେ ଟିକସଦାତାଙ୍କୁ ବହୁତ ଆଶ୍ଵସ୍ତି ଦେଇଛନ୍ତି।

ସମ୍ପୂର୍ଣ୍ଣ ଟ୍ୟାକ୍ସ ସ୍ଲାବ ବୁଝନ୍ତୁ:

ସାତ ଲକ୍ଷରୁ କମ୍ ରୋଜଗାର କରୁଥିବା ଲୋକଙ୍କୁ କୌଣସି ଆୟକର ଦେବାକୁ ପଡିବ ନାହିଁ।
ବର୍ତ୍ତମାନ ୩ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ।
ବର୍ତ୍ତମାନ ନୂତନ ଟିକସ ବ୍ୟବସ୍ଥା ହେଉଛି ମୌଳିକ ବ୍ୟବସ୍ଥା।
୬ ରୁ ୯ ଲକ୍ଷ ଆୟ ଉପରେ ୧୦% ଟିକସ।
ବର୍ତ୍ତମାନ ୧୫ ଲକ୍ଷରୁ ଅଧିକ ଆୟ ୩୦% ଟିକସ।

Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.