Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଓ ଜଗତପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ
ଆଜିର ଖବର

ମାଲକାନଗିରି ଓ ଜଗତପୁର ସହରରେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସର ଶୁଭାରମ୍ଭ

February 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି / ଜଗତପୁର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ଜଗତପୁର ଓ ମାଲକାନଗିରି ସହରରେ ତାହାର ନୂଆ ଷ୍ଟୋର ଶୁଭାରମ୍ଭ କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଜଗତପୁର ଓ ମାଲକାନଗିରି ସହରରେ ଏହି ଟ୍ରେଣ୍ଡ୍‌ସ ଷ୍ଟୋର ଦ୍ୱୟ ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ମାଲକାନଗିରି ଓ ଜଗତପୁର ସହର ତଥା ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଜଗତପୁର ସହରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୭୫୦୦ ବର୍ଗଫୁଟ ପରିମିତ ହୋଇଥିବାବେଳେ ମାଲକାନଗିରି ସହରରେ ଶୁଭାରମ୍ଭ ହୋିଥିବା ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର ୧୩୦୦୦ ବର୍ଗଫୁଟ ଅଂଚଳରେ ପରିବ୍ୟାପ୍ତ। ଉଭୟ ଜଗତପୁର ଏବଂ ମାଲକାନଗିରି ସହରରେ ଟ୍ରେଣ୍ଡ୍‌ସର ଏହା ପ୍ରଥମ ଷ୍ଟୋର। ଏହି ଦୁଇ ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଉଦଘାଟନୀ ଅଫର ସହିତ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ରହିଛି। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଜଗତପୁର ଓ ମାଲକାନଗିରି ସହରରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଜଗତପୁର ଟ୍ରେଣ୍ଡ୍‌ସ ଫ୍ୟାସନ ଡେଷ୍ଟିନେସନ ଭାରତ ମାଲକାନଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୨ତମ ପ୍ରଗତି ବୈଠକ ଅନୁଷ୍ଠିତ

June 25, 2026

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.