Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର: ବଡ଼ବଜାର ପରିବା ବ୍ୟବସାୟୀ କର୍ମକର୍ତ୍ତା ଚୟନ
ଆଞ୍ଚଳିକ

ବ୍ରହ୍ମପୁର: ବଡ଼ବଜାର ପରିବା ବ୍ୟବସାୟୀ କର୍ମକର୍ତ୍ତା ଚୟନ

February 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ପରିବା ବ୍ୟବସାୟୀ ସଂଘର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ଇତ୍ୟବସରରେ ଅଧିକାଂଶ ବ୍ୟବସାୟୀ ଯୋଗ ଦେଇ ସଂଘର ଆଭିମୁଖ୍ୟ ଓ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ଓ କର୍ମକର୍ତ୍ତା ଚୟନ ହୋଇଥିଲା।

ସର୍ବସମ୍ମତିକ୍ରମେ ଶଙ୍କର ରାଉତ ସଭାପତି, ଶୁଶାନ୍ତ ମହାରଣା ଉପସଭାପତି, ସିମାଞ୍ଚଳ ପାଢୀ ସମ୍ପାଦକ ଓ ଶଙ୍କର୍ଷଣ ସାହୁ କୋଷାଧ୍ୟକ୍ଷ ଭାବେ ଚୟନ ହୋଇଥିବା ବେଳେ କାର୍ଯ୍ୟକାରୀ ସଦସ୍ୟ ଭାବେ ଅନ୍ୟ ବ୍ୟବସାୟୀମାନଙ୍କୁ ଚୟନ କରାଯାଇଛି।

କର୍ମକର୍ତ୍ତା ଚ଼ୟନ ବଡ଼ବଜାର ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.