Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: ଅପରିବର୍ତ୍ତିତ ରହିଲା ଦର, ଶୀତଳ ଭଣ୍ଡାରରେ ଚାଷୀଙ୍କ ପାଇଁ ରିହାତି
ଆଜିର ଖବର

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: ଅପରିବର୍ତ୍ତିତ ରହିଲା ଦର, ଶୀତଳ ଭଣ୍ଡାରରେ ଚାଷୀଙ୍କ ପାଇଁ ରିହାତି

March 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶକ୍ତି କ୍ଷେତ୍ର
ଶକ୍ତି କ୍ଷେତ୍ରରେ ଭାରତର ଐତିହାସିକ ମାଇଲଖୁଣ୍ଟ: ୫୦୦ ଗିଗାୱାଟ ଅତିକ୍ରମ କଲା ମୋଟ ବିଦ୍ୟୁତ୍‍ ଉତ୍ପାଦନ

ଭୁବନେଶ୍ୱର: ଓଡିଶାର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ମିଳିଛି। ଚଳିତ ବର୍ଷ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଛି। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍ ଦର କୌଣସି ପରିବର୍ତ୍ତନ କରାଯାଇନାହିଁ।

ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୩ ଟଙ୍କା, ୫୦ ରୁ ୨୦୦ ୟୁନିଟ ପାଇଁ ୪ ଟଙ୍କା ୮୦ ପଇସା, ୨୦୦ ରୁ ୪୦୦ ୟୁନିଟ ପାଇଁ ୫.୮୦ ପଇସା ଏବଂ ୪୦୦ ରୁ ଅଧିକ ୟୁନିଟ ପାଇଁ ୬.୨୦ ପଇସା ରହିଛି। ସେହିପରି ଶୀତଳ ଭଣ୍ଡାରରେ ଚାଷୀଙ୍କ ପାଇଁ ୟୁନିଟ ପିଛା ୧ ଟଙ୍କା ୬୦ ପଇସା ରିହାତି ଦିଆଯାଇଛି। ପୂର୍ବରୁ ଏହା ୪ ଟଙ୍କା ୬୦ ଥିବା ବେଳେ ଏବେ ୩ ଟଙ୍କା ଦେବାକୁ ହେବ। ସେହିପରି ସାଧାରଣ ଉପଭୋକ୍ତା ଡିଜିଟାଲ ମୋଡ଼ରେ ପେମେଣ୍ଟ କଲେ ୪ ପ୍ରତିଶତ ରିହାତି ମିଳିବ ପୂର୍ବରୁ ଏହା ୩ ପ୍ରତିଶତ ମିଳୁଥିଲା।

ଖୁସି ଖବର ବିଦ୍ୟୁତ ଉପଭୋକ୍ତା ଶୀତଳ ଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀରେ ସମୁଦ୍ର ଅଶାନ୍ତ: ଜନବସତି ମୁହାଁ ଉଚ୍ଚ ଲହଡ଼ି, ଭାସିଗଲା ଦୋକାନ ବଜାର

September 26, 2026

ହୀରାକୁଦର ଖୋଲିଲା ଆଉ ୫ଟି ଗେଟ୍: ମୋଟ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

September 26, 2026

ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ

September 26, 2026

ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର

September 26, 2026
Latest News

ପୁରୀରେ ସମୁଦ୍ର ଅଶାନ୍ତ: ଜନବସତି ମୁହାଁ ଉଚ୍ଚ ଲହଡ଼ି, ଭାସିଗଲା ଦୋକାନ ବଜାର

September 26, 2026

ହୀରାକୁଦର ଖୋଲିଲା ଆଉ ୫ଟି ଗେଟ୍: ମୋଟ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

September 26, 2026

ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ

September 26, 2026

ନିଶାମୁକ୍ତ ଯୁବପିଢ଼ି ହିଁ ବିକଶିତ ଭାରତର ଆଧାର

September 26, 2026

ୟୁଏନ୍‌ଜିଏରେ ଅପଦସ୍ତ ପାକ୍ ପ୍ରଧାନମନ୍ତ୍ରୀ: ହାଫିଜ୍ ସୟିଦ୍ ଓ ଆତଙ୍କବାଦ ପ୍ରଶ୍ନରେ ମୁହଁ ବନ୍ଦ ରଖିଲେ ଶେହବାଜ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.