Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାରେ ସୁଧାର: ଆଜି ଠାରୁ ଲାଗୁ
ଆଜିର ଖବର

ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାରେ ସୁଧାର: ଆଜି ଠାରୁ ଲାଗୁ

April 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଅର୍ଥମନ୍ତ୍ରୀ
ଜିଏସଟି ହାର ସଂଶୋଧନକୁ ଦୃଷ୍ଟିରେ ରଖି ସଂଶୋଧିତ ପରାମର୍ଶ ଜାରି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ମନ୍ତ୍ରୀ  ନିର୍ମଳା ସୀତାରମଣ କେନ୍ଦ୍ର ବଜେଟ୍‌ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍‌ ଗ୍ୟାରେଣ୍ଟି ଯୋଜନାରେ ସୁଧାର ଲାଗି ଘୋଷଣା କରିଥିଲେ। ବର୍ତ୍ତମାନ ସଂଶୋଧିତ ଯୋଜନା ଆଜି ଠାରୁ ଲାଗୁ ହେବ। ଏଥିପାଇଁ ସରକାର ୯,୦୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବିନିଯୋଗ କରିବେ। ଯାହାଫଳରେ ୨ ଲକ୍ଷ କୋଟି ଟଙ୍କାର ବନ୍ଧକ-ମୁକ୍ତ ଗ୍ୟାରେଣ୍ଟିଯୁକ୍ତ ଋଣ ଯୋଗାଇଦେବା ସମ୍ଭବ ହୋଇପାରିବ ଏବଂ ଏହା ଋଣ ଖର୍ଚ୍ଚକୁ ପ୍ରାୟ ୧ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିବ।

ସରକାରଙ୍କ ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ଲାଗି ନିମ୍ନ ପଦକ୍ଷେପ ନିଆଯାଇଛି:

ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ କର୍ପସ (ସିଜିଟିଏମଏସଇ) ୩୦ ମାର୍ଚ୍ଚ ୨୦୨୩ରେ ୮,୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିଛି।

ସିଜିଟିଏମଏସଇ ପକ୍ଷରୁ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ବାର୍ଷିକ ଗ୍ୟାରେଣ୍ଟି ଶୁଳ୍କ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି। ବାର୍ଷିକ ଶୁଳ୍କ ପରିମାଣ ସର୍ବାଧିକ ୨%ରୁ ସର୍ବନିମ୍ନ ୦.୩୭%ରେ ଧାର୍ଯ୍ୟ ହୋଇଛି। ଏହା ଲଘୁ ଓ କ୍ଷୁଦ୍ର ଉଦ୍ୟୋଗକୁ ଦିଆଯାଉଥିବା ଋଣ ଉପରେ ସାମଗ୍ରିକ ଖର୍ଚ୍ଚକୁ ଅନେକ ପରିମାଣରେ ହ୍ରାସ କରିବ।

ଗ୍ୟାରେଣ୍ଟି ପାଇଁ ସିଲିଂ ଉପରେ ସୀମାକୁ ୨ କୋଟି ଟଙ୍କାରୁ ୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବକେୟା ପାଇଁ ଗ୍ୟାରେଣ୍ଟି କ୍ଷେତ୍ରରେ ଦାବିଗୁଡ଼ିକର ସମାଧାନ ପାଇଁ ଏଣିକ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ପଡ଼ିବ ନାହିଁ।

୨୦୨୨-୨୩ ଆର୍ଥିକ ବର୍ଷରେ ୧ ଲକ୍ଷ କୋଟି ଟଙ୍କାର ଗ୍ୟାରେଣ୍ଟିକୁ ମଞ୍ଜୁର କରି ସିଜିଟିଏମଏସଇ ଏକ ଐତିହାସିକ ଉପଲବ୍ଧି ହାସଲ କରିଛି।

ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026
Latest News

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.