Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»Video News: ଭୁବନେଶ୍ବରରେ ଅଭିନେତ୍ରୀ ଜାହ୍ନବୀ କାପୁର, କହିଲେ ଏପରି କଥା
ବ୍ୟବସାୟ

Video News: ଭୁବନେଶ୍ବରରେ ଅଭିନେତ୍ରୀ ଜାହ୍ନବୀ କାପୁର, କହିଲେ ଏପରି କଥା

September 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Video News: ଭୁବନେଶ୍ବରରେ ଅଭିନେତ୍ରୀ ଜାହ୍ନବୀ କାପୁର, କହିଲେ ଏପରି କଥା

ଭୁବନେଶ୍ବର: ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ଜାହ୍ନବୀ କାପୁର ଆଜି ଓଡିଶା ଆସି ଭୁବନେଶ୍ବରକୁ ବେଶ ପ୍ରସଂଶା କରିଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଥମେ ସେ ନମସ୍ତେ ଭୁବନେଶ୍ବର ବୋଲି କହିଛନ୍ତି। ଏହାପରେ ସେ କହିଛନ୍ତି ଯେ, ଆପଣମାନେ ମୋତେ ଯେପରି ସ୍ବାଗତ କରିଛନ୍ତି ତାହା ମୋତେ ଖୁସି କରିଛି। ମୁଁ ଏଠାକୁ ପ୍ରଥମ ଥର ପାଇଁ ଆସିଛି। ମୋତେ ଲାଗୁଛି ଏଣିକି ମୁଁ ସବୁବେଳେ ଭୁବନେଶ୍ବର ଆସିବା।

https://thesamikhsya.com/odia/wp-content/uploads/2023/09/Janhavi8.mp4

ଆଜି ଅଭିନେତ୍ରୀ ଜାହ୍ନବୀ କାପୁର ଭୁବନେଶ୍ବର ଆସି ଭାରତର ପ୍ରତିଷ୍ଠିତ କଲ୍ୟାଣ ଜୁଏଲରର୍ସର ମାଷ୍ଟର କ୍ୟାଣ୍ଟିନ ସୋରୁମକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ତାଙ୍କୁ କଂପାନୀ ତରଫରୁ ସମ୍ବର୍ଦ୍ଧନା କରାଯିବା ସହିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା।

Janhavi Kapoor କଲ୍ୟାଣ ଜୁଏଲରର୍ସ ଜାହ୍ନବୀ କାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.