Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ବୟନିକା ଫ୍ୟାଶନ ସୋ ‘ଶ୍ରୀଙ୍ଗାର’ ପ୍ରଦର୍ଶନ
ବ୍ୟବସାୟ

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ବୟନିକା ଫ୍ୟାଶନ ସୋ ‘ଶ୍ରୀଙ୍ଗାର’ ପ୍ରଦର୍ଶନ

December 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ବୟନିକା ଫ୍ୟାଶନ ସୋ ‘ଶ୍ରୀଙ୍ଗାର' ପ୍ରଦର୍ଶନ

ଭୁବନେଶ୍ଵର: ଡିସେମ୍ବର ୧୫ ତାରିଖରୁ ଡିସେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ବାର ଦିନବ୍ୟାପୀ ଜାତୀୟ ସ୍ତରୀୟ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ତୃତୀୟ ସନ୍ଧ୍ୟାକୁ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ, ଶ୍ରୀ ମନୋରଞ୍ଜନ ମଲ୍ଲିକ, ଚନ୍ଦନ ବୃକ୍ଷରେ ଜଳ ପ୍ରଦାନପୂର୍ବକ ଆଜିର ସାଂସ୍କୃତିକ ସନ୍ଧ୍ୟାର ଶୁଭ ଉଦଘାଟନ କରିଥିଲେ।

ଶ୍ରୀ ମଲ୍ଲିକଙ୍କୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ  କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା, ଶ୍ରୀମତୀ ପ୍ରଣତୀ ଛୋଟରାୟ ଏବଂ ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା, ଶ୍ରୀମତୀ କଲ୍ୟାଣୀ ପଟ୍ଟନାୟକ ମଞ୍ଚ ଉପରେ ଉପସ୍ଥିତ ଥିଲେ।

ଆଜି ସନ୍ଧ୍ୟାରେ ମେଳା ପରିସରରେ ‘ବୟନିକା’ ପକ୍ଷରୁ ଏକ ସ୍ୱତନ୍ତ୍ର ଫ୍ୟାସନ ସୋ’ ଅନୁଷ୍ଠିତ ହୋଇଯାଇଛି। ‘ଶ୍ରୀଙ୍ଗାର’ ଶୀର୍ଷକରେ ଆୟୋଜିତ ଏହି ଫ୍ୟାସନ ଶୋ ରେ ଓଡ଼ିଶାର ଅନନ୍ୟ  ହସ୍ତତନ୍ତ ଓ ହସ୍ତଶିଳ୍ପ କୁ ମଡେଲମାନେ ପ୍ରଦର୍ଷିତ କରିଥିଲେ।  ବିଶେଷ କରି କୁନି ପିଲାଙ୍କ ଓଡ଼ିଶା ହସ୍ତତନ୍ତ ବସ୍ତ୍ର ପରିଧାନ କରି  ଫ୍ୟାସନ ସୋ ରେ ଚାଲିବା ଦର୍ଶକମାନକୁ   ବିମୁଗ୍ଧ କରିଥିଲା।

ଆଜି ରବିବାର ଥିବାରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ତୃତୀୟ ସଂଧ୍ୟାରେ ପ୍ରବଳ ଜନସମାଗମ ହୋଇଥିଲା। ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ପାରମ୍ପରିକ ତଥା ସୁସ୍ୱାଦୁ ଖାଇବାର ଭରପୁର ମଜ୍ଜା ଉଠାଇଛନ୍ତି। ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି।

 

toshali ତୋଷାଳି ତୋଷାଳି ଜାତୀୟ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026
Latest News

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.