Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
K.V Singh Deo
K.V Singh Deo Discusses Strategic Collaboration with Techno India Group Official

ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟ ବୋଧିସତ୍ୱ ମୁଖାର୍ଜୀଙ୍କ ସହ ଲୋକସେବା ଭବନରେ ଆଲୋଚନା କରିଛନ୍ତି। ଶିଳ୍ପ, ଶିକ୍ଷା, ପ୍ରଶାସନ ଭଳି କ୍ଷେତ୍ରରେ ରଣନୀତିକ ଯୋଗାଯୋଗର ଗୁରୁତ୍ୱ ଏବଂ ଭାରତର ନବୋନ୍ମେଷ ପରିଦୃଶ୍ୟରେ ଶିକ୍ଷାନୁଷ୍ଠାନଗୁଡିକର ଭୂମିକା ନେଇ ଉଭୟ ଆଲୋଚନା କରିଛନ୍ତି।

K.V Singh Deo Techno India Group ଟେକ୍ନୋ ଇଣ୍ଡିଆ ଗ୍ରୁପ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025

‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବ

September 10, 2025
Latest News

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025

‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବ

September 10, 2025

ବିଧାନସଭା ବେଳେ ସଚିବମାନେ କଣ ମନ୍ତ୍ରୀଙ୍କୁ ସଠିକ ତଥ୍ୟ ଯୋଗାଉ ନାହିଁନ୍ତି କି ?

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.