Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟବସାୟ»ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ଖୁସି ଖବର, ବଢିଲା ୨ ପ୍ରତିଶତ ମହଙ୍ଗା ଭତ୍ତା
ବ୍ୟବସାୟ

ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ଖୁସି ଖବର, ବଢିଲା ୨ ପ୍ରତିଶତ ମହଙ୍ଗା ଭତ୍ତା

September 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ଖୁସି ଖବର
ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ୨ ପ୍ରତିଶତ ମହଙ୍ଗା ଭତ୍ତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ।

ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁୟାରୀ ପହିଲା ଠାରୁ ଲାଗୁ ହେବ ।

Bihar Mukhyamantri Mahila Rojgar Yojana Rolled Out by PM Modi

ଉଦ୍ୟୋଗ କର୍ମଚାରୀ ମହଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.