Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ
ଆଜିର ଖବର

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ସୁନା ଓ ରୂପା ମୂଲ୍ୟରେ ବୃଦ୍ଧି ନା ହ୍ରାସ?: ଜାଣନ୍ତୁ ଭୁବନେଶ୍ଵରର ସ୍ଥିତି
ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଦେଶରେ ବହୁତ ଅଶାନ୍ତି ସୃଷ୍ଟି କରୁଛି। ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ପେଟ୍ରୋଲ, ଡିଜେଲ, ସିଏନଜି ଠାରୁ ଆରମ୍ଭ କରି କ୍ଷୀର ଏବଂ ଚିନି ପର୍ଯ୍ୟନ୍ତ ସବୁକିଛିର ମୂଲ୍ୟ ବୃଦ୍ଧି ପାଇଛି। ଆଜି ସୁନା ଓ ରୂପା ମୂଲ୍ୟରେ ମଧ୍ୟ ପରିବର୍ତ୍ତନ ହୋଇଛି। ଆଜି ଓଡିଶାର ରାଜଧାନୀ ଭୁବନେଶ୍ଵରରେ ସୁନା ଓ ରୂପା ମୂଲ୍ୟ କ’ଣ ରହିଛି, ଆସନ୍ତୁ ଜାଣିବା…

ଭୁବନେଶ୍ଵରରେ ସୁନା ମୂଲ୍ୟ:

୨୪ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୫୬ ହଜାର ୨୨୦ ଟଙ୍କା
୨୨ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୪୩ ହଜାର ୨୦୦ ଟଙ୍କା
୧୮ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୧୭ ହଜାର ୧୭୦ ଟଙ୍କା

ରୂପା ମୂଲ୍ୟ:

୧୦ ଗ୍ରାମ- ୨,୯୦୦ ଟଙ୍କା
୧ କେଜି- ୨ ଲକ୍ଷ ୯୦ ହଜାର ଟଙ୍କା।

Business News gold Gold-Silver silver
Share. Facebook Twitter LinkedIn Email WhatsApp Copy Link

Related Posts

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Latest News

‘ନିର୍ବାଚନ ଚିହ୍ନ ଦଖଲ କରିବାକୁ ଏକାଠି ହେଲେ ୫୦ ବିଧାୟକ’: ଟିଏମସିର ବିଭାଜନ ସମ୍ପର୍କରେ ବଡ଼ ଦାବି

June 2, 2026

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

June 2, 2026

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.