Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋରୋନା ଭାଇରସ୍‌ ଆତଙ୍କ : ଚୀନ୍‌କୁ ବିମାନ ବାତିଲ କଲା ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ
ଅନ୍ତରାଷ୍ଟ୍ରୀୟ

କୋରୋନା ଭାଇରସ୍‌ ଆତଙ୍କ : ଚୀନ୍‌କୁ ବିମାନ ବାତିଲ କଲା ଇଣ୍ଡିଗୋ ଏବଂ ଏୟାର ଇଣ୍ଡିଆ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ ପ୍ରଭାବରେ ଚୀନ୍‌ରେ 132 ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ 6 ହଜାରରୁ ଅଧିକ ସଂକ୍ରମିତ ହୋଇଛନ୍ତି । ଏହାର ପ୍ରଭାବରେ ଇଣ୍ଡିଗୋ ଏୟାର ଲାଇନ୍ସ ଏବଂ ଏୟାର ଇଣ୍ଡିଆ ଚୀନ୍‌କୁ ଯାତ୍ରା କରୁଥିବା ନିଜର ବିମାନର ଯାତ୍ରା ବାତିଲ କରିଛନ୍ତି । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଫେବୃୟାରୀ 1ରୁ ଫେବୃୟାରୀ 20 ମଧ୍ୟରେ ଚୀନ୍‌କୁ ଯାତ୍ରା କରିବାକୁ ଥିବା ସମସ୍ତ ବିମାନ ଯାତ୍ରା ବାତିଲ କରାଯାଇଛି । ଏହା ସହିତ ହଂକଂକୁ ମଧ୍ୟ ବିମାନ ଯାତ୍ରା ବାତିଲ୍‌ କରିଛି ଇଣ୍ଡିଗୋ । ଅପରପକ୍ଷରେ ଏୟାର ଇଣ୍ଡିଆ ଜାନୁୟାରୀ 31ରୁ ଫେବୃୟାରୀ 14 ମଧ୍ୟରେ ଚାଲିବାକୁ ଥିବା ସମସ୍ତ ବିମାନକୁ ବାତିଲ କରିଛି ।

airindia corona indigo
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026

ପୋଲିସ କବଜାରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ: ମୁଣ୍ଡ ଉପରେ ଥିଲା ୨.୨୦ କୋଟିର ପୁରସ୍କାର

September 18, 2026

ଟାଟା ସନ୍ସ ବୋର୍ଡର ନିଷ୍ପତ୍ତି : ଆଉ ୫ ବର୍ଷ ପାଇଁ ଟାଟା ଗ୍ରୁପର ମଙ୍ଗ ଧରିବେ ଏନ୍. ଚନ୍ଦ୍ରଶେଖରନ

September 18, 2026
Latest News

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026

ହଳଦିଆ ଦାନ୍ତ ନେଇ ଚିନ୍ତିତ କି? ଲୁଣ-ଲେମ୍ବୁ ଲଗାଇବା ପୂର୍ବରୁ ଜାଣନ୍ତୁ ଏହି କଥା

September 18, 2026

ପୋଲିସ କବଜାରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ: ମୁଣ୍ଡ ଉପରେ ଥିଲା ୨.୨୦ କୋଟିର ପୁରସ୍କାର

September 18, 2026

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର: ବୃଦ୍ଧି ହେବ କି ଫି’?

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.