Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ହ୍ରାସ ପାଇଲା ଶିଳ୍ପ ଅଭିବୃଦ୍ଧି : ଡିସେମ୍ବରରେ 0.3 ପ୍ରତିଶ୍ରତ ହ୍ରାସ
ଆଜିର ଖବର

ପୁଣି ହ୍ରାସ ପାଇଲା ଶିଳ୍ପ ଅଭିବୃଦ୍ଧି : ଡିସେମ୍ବରରେ 0.3 ପ୍ରତିଶ୍ରତ ହ୍ରାସ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶର ଅର୍ଥନୀତିକୁ ସୁଧାରିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କରାଯାଉଥିଲେ ମଧ୍ୟ ଏହା ସୁଧାରିବାର ନାମ ନେଉନାହିଁ । ଡିସେମ୍ବରରେ ପ୍ରକାଶିତ ଅର୍ଥନୈତିକ ରିପୋର୍ଟ ଅନୁଯାୟୀ ଉତ୍ପାଦନ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି ରହିଛି । ଡିସେମ୍ବରରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି 0.3 ପ୍ରତିଶତ ହ୍ରାସ ପାଇଛି । 2018ରେ ଶିଳ୍ପ ଅଭିବୃଦ୍ଧି 2.5 ପ୍ରତିଶତ ରହିଥିବା ବେଳେ 2019ରେ ଏହି 1.2 ପ୍ରତିଶତ ରହିଥିଲା । ବିଦ୍ୟୁତ୍‌ ଉତ୍ପାଦନ କ୍ଷେତ୍ରରେ 0.1 ପ୍ରତିଶତ ହ୍ରାସ ପାଇ 4.4ରେ ପହଞ୍ଚିଛି । 2019ରେ ଏହି ହାର 4.5 ପହଞ୍ଚିଥିଲା । ସେହିପରି ମାନ୍ଦାବସ୍ଥା ବୃଦ୍ଧି ପାଇ 7.5 ପ୍ରତିଶତରେ ପହଞ୍ଚିଛି । (ଏଜେନ୍ସି)

industry
Share. Facebook Twitter LinkedIn Email WhatsApp Copy Link

Related Posts

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.