Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ଅଣ୍ଡା ଶିଳ୍ପକୁ ବଞ୍ଚାଇବାକୁ ଅଣ୍ଟା ଭିଡିଲା ଅଲ ଓଡ଼ିଶା ଲେୟର ଫାର୍ମର୍ସ ଆସୋସିଏସନ
ଆଜିର ଖବର

ଓଡ଼ିଶାର ଅଣ୍ଡା ଶିଳ୍ପକୁ ବଞ୍ଚାଇବାକୁ ଅଣ୍ଟା ଭିଡିଲା ଅଲ ଓଡ଼ିଶା ଲେୟର ଫାର୍ମର୍ସ ଆସୋସିଏସନ

February 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଓଡ଼ିଶାର ଅଣ୍ଡା ବ୍ୟବସାୟ ଅତ୍ୟନ୍ତ ଦୁର୍ଦ୍ଦିନ ସ୍ଥିତିରେ ପହଞ୍ଚିଥିବା ବେଳେ ଅଲ ଓଡ଼ିଶା ଲେୟର ଫାର୍ମର୍ସ ଆସୋସିଏସନ ପକ୍ଷରୁ ସ୍ଥିତି ସୁଧାରିବା ଉଦ୍ୟମ ଜାରି ରହିଛି । ବ୍ୟବସାୟରେ ହେଉଥିବା କ୍ଷତିକୁ ଭରଣା କରିନପାରି ପାଖପାଖି ୧୨ରୁ ଅଧିକ ଅଣ୍ଡା ଉତ୍ପାଦନକାରୀ ଫାର୍ମ ବନ୍ଦ ହୋଇ ସାରିଲାଣି ଏବଂ ଅନେକ ଫାର୍ମ ବନ୍ଦ ହେବା ଦ୍ବାରଦେଶରେ ପହଞ୍ଚିଛି । ଅଣ୍ଡା ଉତ୍ପାଦନ ଶିଳ୍ପରେ ପତ୍ୟକ୍ଷ ଭାବେ ୫୦ହଜାର ଏବଂ ପରୋକ୍ଷ ଭାବେ ଏକ ଲକ୍ଷରୁ ଅଧିକ ଲୋକ ଉପକୃତ ହେଉଛନ୍ତି ।
ଦେଢ ବର୍ଷରୁ ଅଧିକ ଦିନ ହେଲାଣି କୁକୁଡା ଖାଦ୍ୟ ପ୍ରସ୍ତୁତି ହେଉଥିବା ବିଭିନ୍ନ ଉତ୍ପାଦନର ମୂଲ୍ୟ ଅତ୍ୟଧିକ ବୃଦ୍ଧି ହେଉଥିବା ଯୋଗୁଁ ଅଣ୍ଡାର ଉତ୍ପାଦନ ଦର ମଧ୍ୟ ତଦନୁଯାୟୀ ବୃଦ୍ଧି ପାଇଛି । ଏହି ପରିସ୍ଥିତିର ଫାଇଦା ନେଇ କିଛି ଅଣ୍ଡା ବ୍ୟବସାୟୀ ବାହାର ରାଜ୍ୟରୁ ୧୦ରୁ ୧୫ ଦିନର ବାସି ଓ ନିମ୍ନମାନର ଅଣ୍ଡାକୁ କମ୍‍ ଦରରେ ଆଣି ଆମ ରାଜ୍ୟର ଅଣ୍ଡା ବଜାରରେ ବିକ୍ରି କରୁଛନ୍ତି । ଏହା ସହିତ ଆମ ରାଜ୍ୟର ଅଣ୍ଡା ଉତ୍ପାଦନ କରୁଥିବା କୃଷକ ଭାଇମାନଙ୍କୁ ସ୍ୱଳ୍ପ ମୂଲ୍ୟରେ ଅଣ୍ଡା ବିକ୍ରି କରିବାପାଇଁ ବାଧ୍ୟ କରୁଛନ୍ତି ଯାହାକି ଓଡ଼ିଶାର ଚାଷୀ ପ୍ରତିଦିନ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିବାକୁ ବାଧ୍ୟ ହେଉଛନ୍ତି ।
ରାଜ୍ୟର ସମସ୍ତ ଆନ୍ତଃରାଜ୍ୟ ତନଖି ଫାଟକରେ ଯାଞ୍ଚ କରାଯାଇ ଓଡିଶା ଭିତରକୁ ଅଣ୍ଡା ଆମଦାନୀକୁ ବନ୍ଦ କରାଯିବ । ଏହାଛଡା ସଂଗଠନ ପକ୍ଷରୁ ରାଜ୍ୟବାସୀଙ୍କୁ ଅନୁରୋଧ କରାଯାଉଛି ଯେ ସେମାନେ ମଧ୍ୟ ବାହାର ରାଜ୍ୟରୁ ଆସୁଥିବା ନିମ୍ନମାନର ଅଣ୍ଡା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରନ୍ତୁ ଏବଂ ରାଜ୍ୟରୁ ଉତ୍ପାଦିତ ସତେଜ ଓ ତାଜା ଅଣ୍ଡାକୁ ବ୍ୟବହାର କରି ନିରୋଗ ଓ ସୁସ୍ଥ ରୁହନ୍ତୁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.