Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»5 ମିନିଟ୍‌ରେ 5 ଲକ୍ଷ କୋଟି ହରାଇଲେ ନିବେଶକ
ଆଜିର ଖବର

5 ମିନିଟ୍‌ରେ 5 ଲକ୍ଷ କୋଟି ହରାଇଲେ ନିବେଶକ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : 5 ମିନିଟ୍‌ରେ 5 ଲକ୍ଷ କୋଟିର କ୍ଷତି ସହିଛନ୍ତି ନିବେଶକ । ସେୟାର ବଜାର ସକାଳ 9.15ରେ ଖୋଲିଥିବା ବେଳେ 5 ମିନିଟ୍‌ ମଧ୍ୟରେ ଉଭୟ ସେନସେକ୍ସ ଏବଂ ନିଫ୍‌ଟୀରେ 3 ପ୍ରତିଶତର ହ୍ରାସ ଘଟିଥିଲା । 5 ମିନିଟ୍‌ ମଧ୍ୟରେ ସେନ୍‌ସେକ୍ସରେ 1200 ପଏଣ୍ଟ ଏବଂ ନିଫ୍‌ଟୀ 343 ପଏଣ୍ଟ ତଳକୁ ଖସିଥିଲା । ବଜାରରେ ନିବେଶ କରୁଥିବା ନିବେଶକ ମାନେ ଏହା ଦ୍ବାରା 5 ଲକ୍ଷ କୋଟିର କ୍ଷତି ସହିଛନ୍ତି । ବିଗତ 5ଟି ଟ୍ରେଡିଂ ସେଶନରେ ନିବେଶକ ମାନେ 5 ଲକ୍ଷ କୋଟି ହରାଇଥିବା ବେଳେ ଶୁକ୍ରବାର ମାତ୍ର 5 ମିନିଟ୍‌ ମଧ୍ୟରେ ନିବେଶକ ମାନେ 5 ଲକ୍ଷ କୋଟି ହରାଇଛନ୍ତି ।

ଏହି ସମୟରେ ଟାଟା ଷ୍ଟିଲ୍‌ ସର୍ବାଧିକ କ୍ଷତି ସହିଛି । ଟାଟା ଷ୍ଟିଲର ଅଂଶଧନ ମୂଲ୍ୟରେ 8 ପ୍ରତିଶତ ହ୍ରାସ ପାଇଥିବା ବେଳେ ଟେକ୍‌ ମହିନ୍ଦ୍ରା ଅଂଶଧନ ମୂଲ୍ୟରେ 5 ପ୍ରତିଶତ ହ୍ରାସ ଘଟିଛି । ଅନ୍ୟମାନଙ୍କ ମଧ୍ୟରେ ବଜାଜ ଫାଇନାନ୍ସ,, ଏଚ୍‌ସିଏଲ୍‌ ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଂଶଧନ ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି ।

ବଜାରର ଏହି ବିପରୀତ ଗତି ସମୟରେ କିଛି କମ୍ପାନୀର ଅଂଶଧନ ମୂଲ୍ୟରେ ଅହେତୁକ ବୃଦ୍ଧି ଘଟିଛି । ଇଣ୍ଡିଆ ସିମେଣ୍ଟସ୍‌ର ଅଂଶଧନ ମୂଲ୍ୟରେ ସର୍ବାଧିକ 35 ପ୍ରତିଶତ ଅଭିବୃଦ୍ଧି ଘଟିଛି । ଦିଓ୍ବାନ୍‌ ହାଉସିଂ ଫାଇନାନ୍ସ ଅଂଶଧନ ମୂଲ୍ୟରେ 27 ପ୍ରତିଶତର ଅଭିବୃଦ୍ଧି ଘଟିଥିବା ବେଳେ ସୁଜ୍‌ଲୋନ୍‌ର ଅଂଶଧନ ମୂଲ୍ୟରେ 25 ପ୍ରତିଶତ ଅଭିବୃଦ୍ଧି ଘଟିଛି । ଏହି ସମୟରେ ବିଦେଶୀ ଅଂଶଧନ ବିକ୍ରି ପରିମାଣ 9389 କୋଟିରେ ପହଞ୍ଚିଛି । (ଏଜେନ୍ସି)

sensex
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.