Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେଲ୍ଫି ଲଭର୍‌ଙ୍କ ପାଇଁ ଓପ୍ପୋର ରେନୋ 3
ଆଜିର ଖବର

ସେଲ୍ଫି ଲଭର୍‌ଙ୍କ ପାଇଁ ଓପ୍ପୋର ରେନୋ 3

March 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ସେଲ୍ଫି ଲଭରଙ୍କ ପାଇଁ ଖୁସି ଖବର । ଓପ୍ପୋ ପକ୍ଷରୁ ରେନୋ 3 ନାମକ ଏକ ନୂତନ ଫୋନ୍‌ର ଲଞ୍ଚ କରାଯାଇଛି । ଡିସେମ୍ବରରେ ଚୀନ୍‌ ବଜାରରେ ଏହି ଫୋନ୍‌ ଲଞ୍ଚ ହୋଇଥିବା ବେଳେ ସୋମବାର ଏହି ଫିଲ୍ମଟି ଭାରତୀୟ ବଜାରରେ ଲଞ୍ଚ ହୋଇଛି । ଫୋନ୍‌ରେ ପ୍ରଥମ ଥର ପାଇଁ 48 ମେଗା ପିକ୍ସେଲ୍‌ର ସେଲ୍‌ଫି କ୍ୟାମେରା ରହିଥିବା ବେଳେ ପଛରେ 64 ମେଗାପିକ୍ସେଲର କ୍ୟାମେରା ରହିଛି । ଏହି ଫୋନ୍‌ରେ 5ଜି ବୈଶିଷ୍ଟ୍ୟ ରହିଥିବା ବେଳେ ଭାରତୀୟ ବଜାରରେ ଏହାର ମୂଲ୍ୟ 29990 ଟଙ୍କା ରହିଛି । ଏହି ଫୋନ୍‌ ସହିତ ଓପ୍ପୋ ପକ୍ଷରୁ ଦୁଇଟି ଇୟର ବଡ୍‌ ମଧ୍ୟ ଲଞ୍ଚ କରାଯାଇଛି । ଏନ୍‌କୋ ଡବ୍ଲ୍ୟୁ ସିରିଜ୍‌ର ଏହି ଇୟର୍‌ବଡ୍‌ ଦୁଇଟିର ମୂଲ୍ୟ ଯଥାକ୍ରମେ 4499 ଏବଂ 7990 ଟଙ୍କା ରହିଛି । (ଏଜେନ୍ସି)

selfie
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.