Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟେଲିକମ୍‌ ମନ୍ତ୍ରାଳୟକୁ 3 ହଜାର କୋଟି ପ୍ରଦାନ କଲା ଭୋଡାଫୋନ୍‌-ଆଇଡିଆ
ଆଜିର ଖବର

ଟେଲିକମ୍‌ ମନ୍ତ୍ରାଳୟକୁ 3 ହଜାର କୋଟି ପ୍ରଦାନ କଲା ଭୋଡାଫୋନ୍‌-ଆଇଡିଆ

March 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଭୋଡାଫୋନ୍‌ ଆଇଡିଆ ପକ୍ଷରୁ ଟେଲିକମ୍‌ ମନ୍ତ୍ରାଳୟକୁ 3 ହଜାର କୋଟିର ବକେୟା ରାଶି ପ୍ରଦାନ କରାଯାଇଛି । ମଙ୍ଗଳବାର ଭୋଡାଫୋନ୍‌ ଏୟାରଟେଲ୍‌ ପକ୍ଷରୁ 3042 କୋଟି ଟଙ୍କା ପ୍ରଦାନ କରାଯାଇଛି । ମଙ୍ଗଳବାର ଏୟାରଟେଲ ପକ୍ଷରୁ ମଧ୍ୟ 2 ହଜାର କୋଟି ପ୍ରଦାନ କରାଯାଇଛି । 2014ରେ ହୋଇଥିବା ଟେଲିକମ୍‌ ନିଲାମୀର ବକେୟା ରାଶି ଟେଲିକମ୍‌ ମନ୍ତ୍ରାଳୟକୁ ପ୍ରଦାନ କରାଯାଇଛି । ଉଲ୍ଳେଖଯୋଗ୍ୟ ଯେ, ଭୋଡାଫୋନ୍‌ ଆଇଡିଆ ପକ୍ଷରୁ 53 ହଜାର କୋଟି ଟଙ୍କାର ବକେୟା ରାଶି ରହିଥିବା ବେଳେ ଏୟାରଟେଲର 35 ହଜାର କୋଟି ବକେୟା ରହିଛି । ଏୟାରଟେଲ୍‌ ପକ୍ଷରୁ 18 ହଜାର କୋଟି ବକେୟା ରାଶି ପ୍ରଦାନ କରାଯାଇଛି । (ଏଜେନ୍ସି)

AGR DOT vodafoneidea
Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026

କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା

October 11, 2026
Latest News

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026

କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.