Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟେସ୍‌ ବ୍ୟାଙ୍କରେ ସାଧାରଣ ଜନତାଙ୍କ ଅର୍ଥ ସୁରକ୍ଷିତ : ସୀତାରମଣ
ଆଜିର ଖବର

ୟେସ୍‌ ବ୍ୟାଙ୍କରେ ସାଧାରଣ ଜନତାଙ୍କ ଅର୍ଥ ସୁରକ୍ଷିତ : ସୀତାରମଣ

March 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ୟେସ୍‌ ବ୍ୟାଙ୍କରେ ସଙ୍କଟ ଦେଖାଦେବା ପରେ ୟେସ୍‌ ବ୍ୟାଙ୍କର ଅଂଶଧନ ମୂଲ୍ୟରେ 80 ପ୍ରତିଶତ ହ୍ରାସ ଘଟିବା ପରେ ଏହାକୁ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମତ ରଖିଛନ୍ତି । ୟେସ୍‌ ବ୍ୟାଙ୍କରେ ଜମାକାରୀଙ୍କ ଅର୍ଥ ସୁରକ୍ଷିତ ରହିଛି ଏବଂ ଜମାକାରୀ ଆଦୌ ଭୟଭୀତ ହେବା ଅନୁଚିତ ବୋଲି ସୀତାରମଣ ପ୍ରକାଶ କରିଛନ୍ତି । ଜମାକାରୀଙ୍କ ଅର୍ଥ ଏବଂ ସୁଧ ସୁରକ୍ଷିତ ଅବସ୍ଥାରେ ରହିଛି । ସରକାର ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ ୟେସ୍‌ ବ୍ୟାଙ୍କର ଆର୍ଥିକ ବ୍ୟବସ୍ଥାରେ ସୁଧାର ପାଇଁ ତତ୍ପର ଅଛନ୍ତି ବୋଲି ସୀତାରମଣ ଘୋଷଣା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଆରବିଆଇ ପକ୍ଷରୁ ୟେସ୍‌ ବ୍ୟାଙ୍କ ଉପରେ ଏକମାସର ବାସନ୍ଦାଦେଶ ଲଗାଯିବା ପରେ ଏବଂ ୟେସ୍‌ ବ୍ୟାଙ୍କ ପକ୍ଷରୁ ସର୍ବାଧିକ ଉଠାଣ ରାଶିକୁ 50 ହଜାରକୁ ହ୍ରାସ କରାଯିବା ପରେ ଗ୍ରାହକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । (ଏଜେନ୍ସି)

nirmalasitharaman yesbank
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.