Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହିଳା ଦିବସ ଉପଲକ୍ଷେ ପୂର୍ବତଟ ରେଳର ଅଭିନବ ଉଦ୍ୟମ, ଚାଲିବ ମହିଳାମାନଙ୍କ ଦ୍ବାରା ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ :
ଜାତୀୟ ଖବର

ମହିଳା ଦିବସ ଉପଲକ୍ଷେ ପୂର୍ବତଟ ରେଳର ଅଭିନବ ଉଦ୍ୟମ, ଚାଲିବ ମହିଳାମାନଙ୍କ ଦ୍ବାରା ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ :

March 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳନ ଅଭିଯାନକୁ ସ୍ମରଣୀୟ କରିବା ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ କେବଳ ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କୁ ନେଇ ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ପଲାସା ମଧ୍ୟରେ ଚଳାଚଳ କରିବ।

ସଶକ୍ତ ମହିଳା ମାନଦଣ୍ଡ ଠାରୁ ମଧ୍ୟ ଶକ୍ତିଶାଳୀ ଏବଂ ବର୍ଣ୍ଣନା ଠାରୁ ସୁନ୍ଦର ଅଟନ୍ତି ଓ ପୁରୁଷ ମାନଙ୍କ ଦ୍ୱାରା କାର‌୍ୟ୍ୟ କରାଯାଉଥିବା ସମସ୍ତ କ୍ଷେତ୍ରରେ ମଧ୍ୟ ସମ ଭାଗିଦାରୀ ଅଟନ୍ତି ଓ “ସମାନତା ପାଇଁ ପ୍ରତ୍ୟକ” ବିଷୟବସ୍ତୁ ପାଇଁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ ମାର୍ଚ୍ଚ ମାସ ପହିଲା ଠାରୁ ୧୦ ତାରିଖ ପର‌୍ୟ୍ୟନ୍ତ ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ଅଭିଯାନ ପାଳନ କରାଯାଉଅଛି ଓ

ମହିଳା ସଶକ୍ତିକରଣକୁ ସ୍ମରଣୀୟ କରିବା ପାଇଁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ ଗତକାଲି ଖୋର୍ଦ୍ଧା ରୋଡ଼ ଠାରୁ ପଲାସା ପର‌୍ୟ୍ୟନ୍ତ ଏକ ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ ଚଳାଚଳ କରାଯାଇଥିଲା ଯେଉଁଥିରେ କେବଳ ମହିଳା କର୍ମଚାରୀ ମାନେ ଯଥା ମହିଳା ଲୋକୋ ପାଇଲଟ, ସହାୟକ ଲୋକୋ ପାଇଲଟ ଏବଂ ଟ୍ରେନ ଗାର୍ଡ ମାନଙ୍କ ଦ୍ୱାରା ପରିଚାଳିତ କରାଯାଇଥିଲା ଓ ଏହି ଟ୍ରେନ ଖୋର୍ଦ୍ଧା ରୋଡ଼ ଠାରୁ ପୂର୍ବାହ୍ନ ୧୦ଘ.୩୦ମି.ରେ ଛାଡି ପଲାସା ଠାରେ ସଂଧ୍ୟା ୫ଘ.୩୦ମି.ରେ ପହଞ୍ଚିଥିଲା ଓ ଫେରିବା ପଥରେ ମହିଳା ମାନଙ୍କ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନ ଆଜି ପଲାସା ଠାରୁ ସକାଳ ୫ଘ.୪୫ମି.ରେ ଖୋର୍ଦ୍ଧା ରୋଡ଼ ଅଭିମୁଖେ ଯାତ୍ରା କରିଥିଲା ଓ

ମହିଳା ମାନଙ୍କ ଦ୍ୱାରା ପରିଚାଳିତ ଏହି ସ୍ୱତନ୍ତ୍ର ପଣ୍ୟବାହୀ ଟ୍ରେନରେ ମହିଳା ଲୋକୋ ପାଇଲଟ ଶ୍ରୀମତୀ ମୁନ୍ନି ଟିଗା, ସହାୟକ ଲୋକୋ ପାଇଲଟ ରାଜେଶ୍ୱରୀ ବିଶ୍ୱାଳ ଏବଂ ଟ୍ରେନ ଗାର୍ଡ ଶ୍ରୀମତୀ ରେବତୀ ସିଂହ ପରିଚାଳନା କରିଥିଲେ ଓ ମହିଳା ଟ୍ରେନ କର୍ମଚାରୀମାନଙ୍କ ପାଇଁ ପଲାସା ଠାରେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ପକ୍ଷରୁ ପଲାସା ଷ୍ଟେସନ ଠାରେ ରନିଙ୍ଗ ରୁମ ର ବ୍ୟବସ୍ଥା କରାଯାଇଥିଲା।

ମହିଳା ଟ୍ରେନ କର୍ମଚାରୀ ମାନଙ୍କ ବିଶ୍ରାମ ନେବା ପାଇଁ ରେଳମଣ୍ଡଳ ପକ୍ଷରୁ ବିଭିନ୍ନ ଷ୍ଟେସନ ଠାରେ ରନିଙ୍ଗ ରୁମ ର ବ୍ୟବସ୍ଥା ମଧ୍ୟ କରାଯାଇଅଛି ଓ ଏହି ମହିଳା କର୍ମଚାରୀ ମାନେ ରେଳମଣ୍ଡଳ ର ଗୌରବ ଅଟନ୍ତି ଏବଂ ସମାଜ ପ୍ରତି ପ୍ରେରଣା ମଧ୍ୟ ଯୋଗାଇଛନ୍ତି ଓ

EastCaostRail
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ନିର୍ବାଚନ କମିଶନରଙ୍କ ବିରୋଧରେ କଂଗ୍ରେସର ପ୍ରତିବାଦ: SIR ପ୍ରସଙ୍ଗରେ ପି. ଚିଦାମ୍ବରମଙ୍କ ବଡ଼ ବିବୃତ୍ତି

September 28, 2026

ଚାପୁଡ଼ା ମାରିବା ଘଟଣା: ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ

September 28, 2026

ଋଣରେ ପାଆନ୍ତୁ LPG ସିଲିଣ୍ଡର: ସୁଧମୁକ୍ତ ସହିତ ପ୍ରତି ମାସରେ ଦେୟ ଦିଅନ୍ତୁ କେବଳ 100 ଟଙ୍କା 

September 28, 2026

ବିଜୟଙ୍କ ବିଜୟର କାରଣ ସିଆଇଆର୍?: ଦାବି ଉପରେ ଚିଦାମ୍ବରମ୍‌ଙ୍କ ବଡ଼ ବୟାନ

September 28, 2026
Latest News

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026

ସମ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ

September 28, 2026

କେନ୍ଦ୍ରାପଡା ଗସ୍ତ କଲେ ଜାତୀୟ ସୁନାମୀ ପ୍ରସ୍ତୁତ ବୋର୍ଡ ପ୍ରତିନିଧି ଦଳ 

September 28, 2026

କୋରାପୁଟ ଶାନ୍ତି ଲଜ୍‌ରୁ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.