Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟେସ୍‌ ବ୍ୟାଙ୍କ ପୁନରୁଦ୍ଧାର ପ୍ରକ୍ରିୟା ଆରମ୍ଭ : ତିନି ଦିନ ମଧ୍ୟରେ ଉଠିବ କଟକଣା
ଆଜିର ଖବର

ୟେସ୍‌ ବ୍ୟାଙ୍କ ପୁନରୁଦ୍ଧାର ପ୍ରକ୍ରିୟା ଆରମ୍ଭ : ତିନି ଦିନ ମଧ୍ୟରେ ଉଠିବ କଟକଣା

March 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୟେସ୍‌ ବ୍ୟାଙ୍କର ପୁନରୁଦ୍ଧାର ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏସ୍‌ବିଆଇ ନେତୃତ୍ବରେ ପୁନରୁଦ୍ଧାର ଯୋଜନାକୁ କ୍ୟାବିନେଟ୍‌ ମୋହର ମିଳିଥିବା ସମ୍ପର୍କରେ ସୀତାରମଣ ଘୋଷଣା କରିଛନ୍ତି । ସେହିପରି ୟେସ୍‌ ବ୍ୟାଙ୍କ ଉପରେ ଲଗାଯାଇଥିବା ଆର୍ଥିକ କଟକଣାକୁ ମଧ୍ୟ ଆସନ୍ତା ତିନି ଦିନ ମଧ୍ୟରେ ହଟାଇ ନିଆଯିବ ବୋଲି ସୀତାରମଣ ସୂଚନା ଦେଇଛନ୍ତି । ଏସ୍‌ବିଆଇ ୟେସ୍‌ ବ୍ୟାଙ୍କର 49 ପ୍ରତିଶତ ଅଂଶଧନ କିଣିବାକୁ ଯାଉଥିବା ବେଳେ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ମଧ୍ୟ ଏକ ହଜାର କୋଟି ନିବେଶ କରିବାର ପ୍ରସ୍ତାବ ଦିଆଯାଇଛି ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଆସନ୍ତା ତିନି ବର୍ଷ ପର୍ଯ୍ୟନ୍ତ ଏସ୍‌ବିଆଇର 26 ପ୍ରତିଶତ ଅଂଶଧନ ଲକ୍‌ଇନ୍‌ ହୋଇ ରହିବ ଏବଂ ଅନ୍ୟ ନିବେଶକଙ୍କର 75 ପ୍ରତିଶତ ଅଂଶଧନ ଲକ୍‌ଇନ୍‌ ହୋଇ ରହିବ । ସେହିପରି ଆସନ୍ତା 7 ଦିନ ମଧ୍ୟରେ ୟେସ୍‌ ବ୍ୟାଙ୍କ ପାଇଁ ଏକ ନୂତନ ବୋର୍ଡ ଗଠନ କରାଯିବ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । (ଏଜେନ୍ସି)

nirmalasitharaman SBI yesbank
Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Latest News

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.